ପାରିବାରିକ କଳହ: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରାପଡ଼ା ପଞ୍ଚାୟତ ଗାଲଫୁଲା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସ୍ବାମୀଙ୍କ ମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୀର ମୁଣ୍ଡାଙ୍କ ସ୍ତ୍ରୀ ବେଲ ମୁଣ୍ଡା(୪୪)। ପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ବୀରଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri