ପାର୍କ ପୁନରୁଦ୍ଧାର ନେଇ ଅଣ୍ଟା ଭିଡିଲେ ସ୍ଥାନୀୟ ଯୁବକ

ଏମଭି-୭୯,୧୫ା୧(ଡିଏନ.ଏ.): ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏମଭି-୭୯ସ୍ଥିତ ଏକମାତ୍ର ପାର୍କ ଏବେ ଘନ ଜଙ୍ଗଲରେ ପରିଣତ ହୋଇଛି । ଏହି ପାର୍କଟିରେ ଏବେ ବୁଲା ଗୋରୁ ତଥା ଅନ୍ୟାନ୍ୟ ପ୍ରାଣୀଙ୍କ ଏକ ନିରାପଦ ଆଶ୍ରୟସ୍ଥଳ ପାଲଟିଛି। ଅଞ୍ଚଳବାସୀଙ୍କ ଅବସର ବିନୋଦନ, ଭ୍ରମଣ ଉଦ୍ଦେଶ୍ୟରେ ଏହି ପାର୍କ ପ୍ରାୟ ୪୦ବର୍ଷ ତଳେ ଦଣ୍ଡକାରଣ୍ୟ ପ୍ରକଳ୍ପ ସମୟରେ ହୋଇଥିଲା। ଏହାର ଉନ୍ନତି ପ୍ରଶାସନ ନ କରିବାରୁ ଏବେ ସ୍ଥାନୀୟ ଅଞ୍ଚଳର ଯୁବକମାନେ ଏହାର ପୁନରୁଦ୍ଧାର ନେଇ ବାହାରିଛନ୍ତି। ବୁଧବାର ପାର୍କରେ ଉଠିଥିବା ଅନାବନା ଗଛ ସବୁ ସଫା କରିଛନ୍ତି। ଯୁବକମାନଙ୍କ ଏହି ପ୍ରୟାସକୁ ସାଧାରଣ ପ୍ରସଂଶା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri