Posted inଜାତୀୟ

ପାର୍କରେ ଦୁର୍ଘଟଣା: ୩ ମୃତ, ୩୧ ଆହତ

ଅହମଦାବାଦ,୧୫ା୭(ଆଇଏଏନ୍‌ଏସ୍‌): ଅହମଦାବାଦର ଏକ ମନୋରଞ୍ଜନ ପାର୍କରେ ରବିବାର ଦୋଳି ଭୁଶୁଡ଼ି ପଡିବାରୁ ୩ ଜଣଙ୍କ ମୃତ୍ୟୁ ହେବା ସହ ୩୧ ଜଣ ଆହତ ହୋଇଛନ୍ତି। କଙ୍କରିଆ ଆଡ୍‌ଭେଞ୍ଚର ପାର୍କରେ ‘ଡିସ୍‌କଭରି’ ରାଇଡରେ ପାଖାପାଖି ୪୦ ଜଣ ଭାଗ ନେଇଥିଲାବେଳେ ତାହା ଭୁଶୁଡ଼ି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ଅହମଦାବାଦ ମ୍ୟୁନିସିପାଲ୍‌ କର୍ପୋରେଶନ୍‌ ଏଲ୍‌.ଜି. ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୧୫ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ମ୍ୟୁନିସିପାଲ କମିଶନର ବିଜୟ ନେହରା ଓ ଅହମଦାବାଦ ଡିସିପି ବିପିନ ଅହିର ଘଟଣାସ୍ଥଳକୁ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚତ୍,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri