ବରଗଡ଼ ଅଫିସ୍,୪।୪- କରୋନା ଭୂତାଣୁ(କୋଭିଡ୍-୧୯) ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବରଗଡ଼ ଜିଲା ଅତାବିରା ବ୍ଲକ୍ ବୁଗବୁଗା ପଞ୍ଚାୟତ ପକ୍ଷରୁ ବିଶୋଧନ ଅଭିଯାନ ଆରମ୍ଭ ହୋଇଛି। ଉକ୍ତ ପଞ୍ଚାୟତର ପାଲି ବୁଗବୁଗା ଗ୍ରାମରୁ ସ୍ଥାନୀୟ ସରପଞ୍ଚ ପୁଷ୍ପକାନ୍ତୀ ସେଟ୍ ଶନିବାର ଏହି ଅଭିଯାନର ଶୁଭାରମ୍ଭ କରିଥିଲେ। ଗ୍ରାମର ରାସ୍ତାଘାଟ, ମନ୍ଦିର ପରିସର ଆଦି ସ୍ଥାନରେ ବିଶୋଧକ ସ୍ପ୍ରେ କରାଯାଇଥିଲା। ପଞ୍ଚାୟତର ପ୍ରାୟ ସବୁ ଗ୍ରାମକୁ ଏଭଳି ବିଶୋଧନ କରାଯିବା କାର୍ଯ୍ୟକ୍ରମ ରହିଛି।
Posted inଆମ ଜିଲା ଖବର, ବରଗଡ଼ View All
ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….
ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…
୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…
କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ
ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…
କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା
ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…
କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…
କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…
ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା
ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…
ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…
ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା
ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

