ପାସ୍‌ ଅପବ୍ୟବହାର କଲେ କରାଯିବ ସିଜ୍‌: ପୋଲିସ କମିଶନର

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ହସ୍ପିଟାଲ, ମିଡିଆ, ବ୍ୟାଙ୍କ କର୍ମଚାରୀଙ୍କୁ ଗାଡ଼ି ପାସ୍‌ ମିଳିଛି। ଘରୁ ଅଫିସ ଯିବା ପାଇଁ ଏହି ପାସ୍‌ ଇସ୍ୟୁ ହୋଇଛି। ମାତ୍ର କିଛି ବ୍ୟକ୍ତି ପାସ୍‌କୁ ଅପବ୍ୟବହାର କରି ବ୍ୟକ୍ତିଗତ କାମରେ ଲଗାଉଛନ୍ତି। ଏପରି ଅପବ୍ୟବହାର କଲେ ପାସ୍‌ ସିଜ୍‌ କରାଯିବ ବୋଲି ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ଏଥିସହ ଏପରି ନ କରିବା ପାଇଁ ସେ ପରାମର୍ଶ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

ବଡ଼ ଖୁଲାସା କଲେ ଆମିର ଖାନ୍‌: 3 idiots ସୋନମ ୱାଙ୍ଗଚୁକଙ୍କ ଉପରେ ଆଧାରିତ ନୁହେଁ, ଜାଣନ୍ତୁ କ’ଣ କହିଲେ…

ମୁମ୍ବାଇ: ଶିକ୍ଷାବିତ୍‌ ତଥା ସମାଜସେବୀ ସୋନମ ୱାଙ୍ଗଚୁକ ୨୦ ଦିନ ହେବ ଦିଲ୍ଲୀର ଯନ୍ତର ମନ୍ତରଠାରେ ଅନଶନରେ ବସିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ଓଜନ ମଧ୍ୟ…

ବଡ଼ ରେକର୍ଡ କଲେ ରୋହିତ-କୋହଲି ଯୋଡ଼ି: ୯୪ ବର୍ଷ ଦିନିକିଆ କ୍ରିକେଟ୍‌ ଇତିହାସରେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟର ଦୁଇ ମହାନ ଖେଳାଳି, ରୋହିତ ଶର୍ମା ଏବଂ ବିରାଟ କୋହଲି, ଅନ୍ତର୍ଜାତୀୟ କ୍ରିକେଟରେ ଏକ ଏପରି ସଫଳତା ହାସଲ କରିଛନ୍ତି ଯାହା ପ୍ରତ୍ୟେକ…

ଅବସର ନେବେ ନାହିଁ ରୋହିତ ଶର୍ମା! ‘ହିଟମ୍ୟାନ’ଙ୍କୁ ନେଇ ଏମିତି କହିଦେଲେ କୋଚ

ନୂଆଦିଲ୍ଲୀ,୧୭।୭: ଦ୍ୱିତୀୟ ଦିନିକିଆରେ ପୁଣି ଥରେ ବିଫଳ ହେବା ପରେ, ତୃତୀୟ ମ୍ୟାଚ ରୋହିତ ଶର୍ମାଙ୍କ ଶେଷ ହୋଇପାରେ ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ…

ଆନ୍ଧ୍ରପ୍ରଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ୪, ହାଇ ଆଲର୍ଟରେ…

ଅମରାବତୀ,୧୭।୭: ଆନ୍ଧ୍ରରେ ମାଡୁଛି କରୋନା ଭାଇରସ୍ । ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରାପାଣ୍ଡିଆନ୍ କହିଛନ୍ତି ଯେ ଜୁନ୍ ୨୬ ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ…

ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା…

‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri