Posted inଫୁରସତ

ପାହାଡ଼ ଉପରେ ଝୁଲି ରହିଛି ୫୦୦ ବର୍ଷ ତଳର ଗାଁ

ଜନବସତି ସାଧାରଣତଃ ସ୍ଥଳଭାଗରେ ଗଢ଼ି ଉଠିଥାଏ। ମାତ୍ର ପାହାଡ଼ ଉପରେ ଝୁଲି ରହିଥିବା ଗାଁ କଥା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। ତଥାପି ଏକ ପାହାଡ଼କୁ ଦେଖିଲେ ଏହାକୁ ସତ ବୋଲି ମାନିବାକୁ ହେବ। ଏହିପରି ଏକ ଗାଁ ଝୁଲି ରହିଛି ଓମାନ୍‌ରେ ଥିବା ପାହାଡ଼ ଉପରେ। ପ୍ରାୟ ୫୦୦ ବର୍ଷ ତଳୁ ଏହି ଗାଁଟି ଏଠାରେ ଗଢ଼ି ଉଠିଛି। ୪୫ରୁ ଊର୍ଦ୍ଧ୍ୱ ଜନଜାତି ପରିବାର ଏଠାରେ ବସବାସ କରୁଛନ୍ତି।

ମସ୍କଟରୁ ୧୯୫ କିଲୋମିଟର ଦୂର ଦକ୍ଷିଣ ପଶ୍ଚିମରେ ଚୂନ ପଥରର ଏକ ଉଚ୍ଚ ପାହାଡ଼ ରହିଛି। ୨୯୮୦ ମିଟର ଉଚ୍ଚତା ବିଶିଷ୍ଟ ଏହି ପାହାଡ଼ ଜବାଲ୍‌-ଅଲ-ଅଖଦାର ନାମରେ ଜଣାଶୁଣା। ପାଦଦେଶରୁ ପାହାଡ଼ ଉପର ଗାଁକୁ ଯିବା ପାଇଁ ହେଲେ ପ୍ରାୟ ୨୦ ମିନିଟ୍‌ ସମୟ ଲାଗେ। ୨୦୦୫ ମସିହାରେ କିଛି ଗ୍ରାମବାସୀ ପଥର କାଟି ରାସ୍ତା ତିଆରି କରିଛନ୍ତି। ଏହି ରାସ୍ତା ଦେଇ ଲୋକେ ଏବେ ଯିବା ଆସିବା କରୁଛନ୍ତି।

ଗ୍ରାମବାସୀଙ୍କ ବ୍ୟତୀତ ପୂର୍ବରୁ ଏଠାକୁ ଯିବା ପାଇଁ ବିଦେଶୀମାନଙ୍କୁ ବାରଣ କରାଯାଉଥିଲା। ମାତ୍ର ବର୍ତ୍ତମାନ କୌଣସି କଟକଣା ନାହିଁ। ଲୋକେ ଏହାର ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ସ୍ବଚ୍ଛନ୍ଦରେ ଯିବାଆସିବା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri