ପିଆଜ ବଢ଼ାଏ ସୌନ୍ଦର୍ଯ୍ୟ: ଏପରି କରନ୍ତୁ ବ୍ୟବହାର

ପିଆଜର ଅନେକ ଉପକାରୀ ଗୁଣ ରହିଛି। ଅଧିକାଂଶ ମାସକୁ ଥରେ ପାର୍ଲର ଯାଉଥିବା ବେଳେ ଅନେକ ବିୟ୍ୟୁଟି ଟିପ୍ସର ବ୍ୟବହାର କରିଥାନ୍ତି। ଯାହା ଅନେକାଂଶ ସମୟରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଥାଏ। ମାତ୍ର ପିଆଜର ବ୍ୟବହାରରେ ତ୍ୱଚା ଉଜ୍ଜ୍ୱଳ ହେବା ସହ ସେପରି କିଛି ସମସ୍ୟା ଦେଖାଯାଇ ନ ଥାଏ। ଏଥିରେ ଭିଟାମିନ୍‌ , ଆଣ୍ଟି – ଅକ୍ସିଡାଣ୍ଟ, ଆଣ୍ଟି ବ୍ୟାକ୍ଟରିଆଲ, ଆଣ୍ଟି ସେଫ୍ଟି, ଆଣ୍ଟି ଇମ୍ଫ୍ଲେମେଟାରୀ ଗୁଣ ରହିଛି, ଯାହା ତ୍ୱଚା ସମସ୍ୟାକୁ ଦୂର କରିଥାଏ।

ଏପରି କରିବେ ବ୍ୟବହାର:

ପିଆଜରୁ ରସ ବାହାର କରି ଚେହେରାରେ ଲଗାଇ ହାଲ୍‌କା ଭାବରେ ମାଲିସ କରନ୍ତୁ। ପରେ ୧୫ରୁ ୨୦ ମିନିଟ୍‌ ପର୍ଯ୍ୟନ୍ତ ଛାଡିଦିଅନ୍ତୁ। ପରେ ଥଣ୍ଡାପାଣିରେ ମୁହଁ ଧୋଇ ଦିଅନ୍ତୁ । ଏପରି କିଛି ଦିନ କରିବା ପରେ ଆପଣ ସଫା ଦେଖାଯିବା ସହ ମୁହଁ ଉଜ୍ଜ୍ୱଳ ଦିଶିଥାଏ।

ବ୍ରଣ ସମସ୍ୟା ଥିଲେ ପିଆଜ ରସରେ କିଛି ଅଲିଭ୍‌ ଅଏଲ ମିଶାଇ ଲଗାନ୍ତୁ। ଦେଖିବେ କିଛିଦିନ ପରେ ଏହି ସମସ୍ୟା ଦୂର ହୋଇଯିବ।

ତିଳ ଚିହ୍ନ ବା କଳାଯାଇ ମୁହଁରେ ହେଲେ ମୁହଁ ସୁନ୍ଦର ଲାଗୁଥିବା ବେଳେ ଅଧିକ ମାତ୍ରାରେ କଳାଯାଇ ଚିନ୍ତାର କାରଣ ହୋଇଥାଏ। ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ପିଆଜ ପେଷ୍ଟକୁ ତୁଳସୀ ପତ୍ର ସାହାଯ୍ୟରେ ମୁହଁରେ ଲଗାନ୍ତୁ। କିଛି ସମୟ ରଖି ଧୋଇ ଦିଅନ୍ତୁ ଦେଖିବେ ଏହି ସମସ୍ୟା ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା…

ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ

ତେହରାନ୍‌, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍‌ ଗଣମାଧ୍ୟମରେ ଖବର ପ୍ରକାଶ…

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

CEG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ…

୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…

ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri