Posted inଜାତୀୟ

ପିଆଜ ମାଳ ପିନ୍ଧି ବିଧାନସଭାରେ ପହଞ୍ଚିଲେ ବିଧାୟକ

ପାଟନା,୨୭।୧୧: ବିହାରରେ ଜଣେ ବିଧାୟକ ପିଆଜ ମାଳ ପିନ୍ଧି ବିଧାନସଭାରେ ପହଞ୍ଚିଛନ୍ତି। ଏହାକୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବୁଧବାର ଆର୍‌ଜେଡି ବିଧାୟକ ଶିବଚନ୍ଦ୍ର ରାମ ଏଭଳି କରିଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପିଆଜ ଦାମ ବୃଦ୍ଧି ସମ୍ପର୍କରେ ଜଣାଇବା ପାଇଁ ସେ ଏହା କରିଥିବା କହିଛନ୍ତି। ପିଆଜ ସାଧାରଣ ଲୋକଙ୍କ ଆଖିରେ ଲୁହ ଭରିଥିବା କହି ସେ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରୁ ପ୍ରେମ…ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ଉପଜିଲାପାଳଙ୍କ ନାଁରେ ବଳାତ୍କାର ଅଭିଯୋଗ

ଭୋପାଳ,୪।୬: ମଧ୍ୟପ୍ରଦେଶର ମୋରେନାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଉପଜିଲାପାଳଙ୍କ ବିରୋଧରେ ବିବାହର ପ୍ରଲୋଭନ ଦେଖାଇ ଜଣେ ଯୁବତୀଙ୍କୁ ବଳାତ୍କାର କରିବାର ଗୁରୁତର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାବାସୀ…..

ଭୁବନେଶ୍ବର,୪।୬: ଜୁନ୍ ୪ ତାରିଖ ୨୦୨୪ ମସିହାରେ ଭାଜପା ବିଜେଡିକୁ ପରାଜୟର ସ୍ବାଦ ଚଖାଇଥିଲା । ଆଜକୁ ୨ ବର୍ଷ ପୂର୍ତ୍ତି ହୋଇଛି । ଏହି ଉପଲକ୍ଷେ…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ମମତାଙ୍କୁ ବଡ଼ ଝଟକା: ୨୮ ବର୍ଷର ଇତିହାସରେ ଯାହା ଘଟିନଥିଲା ତାହା ଘଟିଲା…

ନୂଆଦିଲ୍ଲୀ,୪।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ, ତୃଣମୂଳ କଂଗ୍ରେସ (TMC) ଏବଂ ମମତା ବାନାର୍ଜୀ ପାଇଁ ଏକ ବଡ଼ ରାଜନୈତିକ ସଙ୍କଟ ଦେଖାଦେଇଛି। ୨୮ ବର୍ଷର ଇତିହାସରେ…

ଚମକାଇଲା ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି, କୋର୍ଟରେ ଏବେ ଏଆଇରେ ହେବ ସବୁ କାମ

ନୂଆଦିଲ୍ଲୀ,୪।୬: ସୁପ୍ରିମକୋର୍ଟଙ୍କ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (AI) କମିଟି ‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ୟୁସେଜ ଇନ କୋର୍ଟସ ୨୦୨୬’ (Artificial Intelligence Usage in Courts 2026) ର ଏକ…

ଖୋଲିଲା କେନ୍ଦ୍ରର ପାଣ୍ଠି: ଓଡ଼ିଶା ସମେତ ୫ ରାଜ୍ୟ ପାଇଁ ବଡ଼ ଘୋଷଣା କଲେ ମୋଦି ସରକାର

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ-ଏନସିଆର ଅଞ୍ଚଳରେ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ପୁରୁଣା…

ବିଲରେ କାମ କରୁଥିବାବେଳେ ହେଲା ବଜ୍ରପାତ, ଟଳିପଡ଼ିଲେ ଚାଷୀ

ଗଜପତି,୪ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚୟତ ଆମ୍ବାଜେରି ଗ୍ରାମରେ ବଜ୍ରପାତରେ ଜଣେ ଚାଷୀଙ୍କ ଜୀବନ ଯାଇଛି। ମୃତ ଚାଷୀ ଜଣକ ହେଲେ ନାରାୟଣ…

ମୌସୁମୀ ଛୁଇଁବା ପରେ ଓଡ଼ିଶାକୁ ଜାରି ହେଲା ଆଲର୍ଟ, ୪ ଦିନ ଯାଏ…

ଭୁବନେଶ୍ୱର,୪।୬: କେରଳ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମେ’୨୬ ମୌସୁମୀ କେରଳମ ଛୁଇଁବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri