Posted inଜାତୀୟ

ପିଆଜ-ରସୁଣ ଉପରେ ଲୁଟେରାଙ୍କ ଆଖି: ଟ୍ରକ୍‌ ଚାଳକଙ୍କୁ ବନ୍ଧକ ରଖି ଲୁଟିନେଲେ ୫୧ କ୍ୱିଣ୍ଟାଲ ପିଆଜ

କୈମୁର୍‌,୨୮।୧୨: ଦେଶରେ ପିଆଜ ରସୁଣ ଦାମ୍‌ ବଢ଼ିଚାଲିଥିବାବେଳେ କେତେକ ଅଞ୍ଚଳରେ ପିଆଜ-ରସୁଣ ଲୁଟ୍‌ ଘଟଣାମାନ ଘଟୁଛି। ବିହାରର କୈମୁର ଜିଲାର ମୋହନିଆ ଥାନା ଅଞ୍ଚଳରେ କିଛି ଲୁଟେରା ଏକ ଟ୍ରକ୍‌କୁ ଅଟକାଇ ୫୧ କ୍ୱିଣ୍ଟାଲ୍‌ ପିଆଜ ଲୁଟ୍‌ କରିଛନ୍ତି। ୬ରୁ ଅଧିକ ଲୁଟେରା ବିଭିନ୍ନ ମାରଣାସ୍ତ୍ର ଧରି ଟ୍ରକ୍‌ରୁ ୧୦୨ ବସ୍ତା ପିଆଜ ଲୁଟ୍‌ କରିଥିବା ଚାଳକ ଦେଶରାଜ୍‌ ପୋଲିସକୁ କହିଛନ୍ତି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ଡିସେମ୍ବର ପ୍ରଥମ ସପ୍ତାହରେ କୁଦରରା ଥାନା ଅଞ୍ଚଳରେ ଲୁଟେରା ୧୯୨୦ କିଲୋଗ୍ରାମ୍‌ ରସୁଣ ଲୁଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri