ପିଆଜର ଉପକାରୀ ଗୁଣ

ଆୟୁର୍ବେଦ ଅନୁଯାୟୀ ପିଆଜ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ବେଶ୍‌ ସହାୟକ ହୋଇଥାଏ। ଏଥିରେ ରହିଛି ସଲଫର, ଏମିନୋ ଏସିଡ ଓ ଭିଟାମିନ୍ସ। ବିଶେଷ କରି କଞ୍ଚା ପିଆଜ ଖାଇଲେ ଏହା ଉପକାର ଅନେକ।
-ନିୟମିତ ଖାଦ୍ୟରେ କଞ୍ଚା ପିଆଜ ଖାଇଲେ ଏଥିରେ ଥିବା ସଲ୍‌ଫର କ୍ୟାନସର ଭଳି ମାରାତ୍ମକ ରୋଗଠାରୁ ଆମକୁ ଦୂରେଇ ରଖିଥାଏ। କାରଣ ଶରୀରରେ ଥିବା କ୍ୟାନସର ଜୀବାଣୁକୁ ସଲଫର ବଢିବାକୁ ଦେଇ ନ ଥାଏ।
-ଖରାଦିନେ ନିୟମିତ କଞ୍ଚା ପିଆଜ ଖାଇଲେ ଲୁ ଠାରୁ ଦୂରେଇ ରହିବା ସହଜ।
-ପେଟ ପାଇଁ କଞ୍ଚା ପିଆଜ ଭଲ କାମ ଦିଏ। ପେଟ ସମ୍ବନ୍ଧୀୟ ସମସ୍ତ ସମସ୍ୟାଠାରୁ ଦୂରେଇ ରଖେ କଞ୍ଚା ପିଆଜ।
-ଫାଇବରରେ ଭରପୁର ଥିବା ପିଆଜ କୋଷ୍ଠ କାଠିନ୍ୟ ସମସ୍ୟାକୁ ଠିକ୍‌ କରିଥାଏ।
-ନିୟମିତ ୨ ଚାମଚ ପିଆଜ ରସ ପିଇଲେ କିଡ୍‌ନୀ ଷ୍ଟୋନ ଭଳି ସମସ୍ୟା ଠିକ୍‌ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri