ପିଆରଏମ ମେଡିକାଲ କଲେଜରେ ୟୁନିଡୋର ପ୍ରତିନିଧି ଦଳ

ବାରିପଦା ଅଫିସ,୧୬ା୯- ୟୁନାଇଟେଡ ନେସନ ଇଣ୍ଡଷ୍ଟ୍ରିଆଲ ଡେଭଲପମେଣ୍ଟ ଅର୍ଗାନାଇଜେସନ(ୟୁନିଡୋ)ର ଏକ ପ୍ରତିନିଧୀ ଦଳ ରବିବାର ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପରିଦର୍ଶନରେ ଆସିଥିଲେ। ୟୁନିଡୋର ଇଣ୍ଡିପେଣ୍ଡେଣ୍ଟ କନସଲଷ୍ଟାଣ୍ଟ ଡରୋଥି ଲକ୍ସଙ୍କ ନେତୃତ୍ୱରେ ଷ୍ଟେଟ ପଲ୍ୟୁସନ କଣ୍ଟୋଲ ବୋର୍ଡର ରିଜିଓନାଲ ଅଫିସର ମହୋ ଚତୁର୍ବେଦୀ, ପ୍ରକଳ୍ପ ଅଧିକାରୀ ମନିଷା ଦାସ, ଶିବାନୀ ପାଲ ପ୍ରମୁଖ ମେଡିକାଲ କଲେଜକୁ ଆସି ଜୈବିକ ବର୍ଜ୍ୟବସ୍ତୁ ପରିଚାଳନା କାର୍ଯ୍ୟକୁ ବୁଲି ଦେଖିଥିଲେ। ଏହି କାର୍ଯ୍ୟ କିଭଳି ଭାବେ କାର୍ଯ୍ୟକାରୀ ହେଉଛି ଏବଂ ସଠିକ ଭାବେ ପରିଚାଳନା ପାଇଁ ଆବଶ୍ୟକ ସାମଗ୍ରୀ ଓ ଭିତ୍ତିଭୂମୀ ଦେଖିଥିଲେ। ଏହା ସହିତ ମେଡିକାଲ କର୍ତ୍ତୃୃପକ୍ଷଙ୍କୁ ଏହି ପ୍ରତିନିଧିଦଳ ବିଭିନ୍ନ ପରାମର୍ଶ ଦେଇଛନ୍ତି। ଇଂ. ଦେବାଶିଷ ବିଶ୍ୱାଳ ଏହି ପ୍ରତିନିଧି ଦଳକୁ ବିସ୍ତୃତ ଭାବେ ତଥ୍ୟ ପ୍ରଦାନ କରିଥିଲେ। ଏନଭରମେଣ୍ଟାଲ ସାଇଣ୍ଟିଷ୍ଟ ସନ୍ଧ୍ୟାରାଣୀ ମାରାଣ୍ଡି, ଡା.ପ୍ରଣବ ଶଙ୍କର ଦାଶ, ମେଡିକାଲ କଲେଜର ମ୍ୟାନେଜର ଡା.ବିନୋଦିନୀ ଦାଶ, ରିଜିଓନାଲ ଅଫିସର ପି.କେ ମହାପାତ୍ର, ରାଜିବ ମିଶ୍ର ପ୍ରମୁଖ ୟୁନିଡୋ ଟିମର ଗସ୍ତ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…

କୋଲକାତା,୧।୯: ପଶ୍ଚିମବଙ୍ଗର ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି।…

ବକ୍ରୀରୁ ମାର୍ଗୀ ହେବେ ଶନି: ଏହି ୪ ରାଶିଙ୍କୁ ଛପରଫାଡ଼ି ଧନ ଦେବେ ଶନି! ଚାକିରିରେ ପ୍ରମୋଶନ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଦେବ ବର୍ତ୍ତମାନ ବକ୍ରୀ ଅବସ୍ଥାରେ ଗତି କରୁଛନ୍ତି। ୨୭ ଜୁଲାଇ ୨୦୨୬ରୁ ଶନି ବକ୍ରୀ ଚଳନରେ ଥିବା ବେଳେ ୧୧ ଡିସେମ୍ବରରେ…

ପାକିସ୍ତାନ କ୍ରିକେଟରେ ଝଡ଼: ଇଂଲଣ୍ଡରେ ଲଜ୍ଜାଜନକ ପରାଜୟ ପରେ ଏହି ଖେଳାଳି ଛାଡ଼ିଲେ…

ନୂଆଦିଲ୍ଲୀ,୧।୯: ପାକିସ୍ତାନ କ୍ରିକେଟରେ ସମସ୍ୟା କମିବାର ନାଁ ନେଉନାହିଁ। ଇଂଲଣ୍ଡ ବିପକ୍ଷ ସିରିଜ ମଧ୍ୟରେ ଦଳକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦିଗ୍ଗଜ କ୍ରିକେଟର୍‌ ମିସବାହ-ଉଲ-ହକ…

ମୟୂରଭଞ୍ଜ ପ୍ରବଳରୁ ଅତି ପ୍ରବଳ ବର୍ଷା: ଉପୁଜିଲା ବନ୍ୟା ଆଶଙ୍କା

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପଜନିତ ବର୍ଷା ପ୍ରଭାବରେ ବନ୍ୟା ପରିସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ବ୍ଲକ ସମେତ ଶିମିଳିପାଳର ବିଭିନ୍ନ ସ୍ଥାନରେ ସୋମବାର ସକାଳ…

ୟୁଟର୍ନ ନେଲା CJP: ସୁପ୍ରିମକୋର୍ଟରେ କହିଲା ଏହି କଥା, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧।୯: କକରୋଚ ଜନତା ପାର୍ଟି (CJP) ସେପ୍ଟେମ୍ବର ୫ରେ ଦିଲ୍ଲୀରେ ହେବାକୁ ଥିବା ମାର୍ଚ୍ଚକୁ ପ୍ରତ୍ୟାହାର କରିନେଇଛି। ମଙ୍ଗଳବାର (୧ ସେପ୍ଟେମ୍ବର) ସୁପ୍ରିମକୋର୍ଟରେ ଶୁଣାଣି ସମୟରେ CJPର…

ଚାଞ୍ଚଲ୍ୟ…ସିଗାରେଟ୍ ଜଳାଇବାକୁ ମାଗିରେ ଦିଆସିଲି, ମନା କରିବାରୁ….

ନୂଆଦିଲ୍ଲୀ,୧।୯: ଦିଆସିଲି ମାଗିବାକୁ ନେଇ ଆରମ୍ଭ ହୋଇଥିବା ସାମାନ୍ୟ ବଚସା ଶେଷରେ ନେଇଗଲା ଜଣଙ୍କ ଜୀବନ। ଆନ୍ଧ୍ରପ୍ରଦେଶର ବାପଟଲା ଜିଲା ବେମୁରୁ ମଣ୍ଡଳର ୱେଲାବାଡୁ ଗାଁରେ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri