ବୁଗୁଡ଼ା,୨୪ା୪(ଡି.ଏନ.ଏ.)- ଭାଜପା ଜିଲା ସାଧାରଣ ସମ୍ପାଦକ ତଥା ଫିଡ୍ ଦି ନିଡ୍ର ସଂଯୋଜକ ଭାବେ କାର୍ଯ୍ୟ କରୁଥିବା ପ୍ରତାପ ଚନ୍ଦ୍ର ନାୟକ ମଙ୍ଗଳବାର ପ୍ରଧାନ ମନ୍ତ୍ରୀ ରିଲିଫ ଫଣ୍ଡ (ପିଏମ୍ କେୟାର୍ସ ଫଣ୍ଡ)କୁ ୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଏଥିସହ ବୁଗୁଡ଼ା ବ୍ଲକ ଓ ଏନ୍ଏସିରେ ଭାଜପା ତରଫରୁ ଲୋକମାନଙ୍କୁ ମାସ୍କ ଓ ସାବୁନ ବଣ୍ଟନ ସହ କରୋନା ମୁକାବିଲା ନେଇ ସଚେତନ କରାଯାଇଥିଲା। ଭାଜପା ନଗର ସଭାପତି ସୂର୍ଯ୍ୟ ନାରାୟଣ ମହାନ୍ତି, ନଗର ପ୍ରଭାରୀ ହରିକୃଷ୍ଣ ସାହୁ, ଗୌରଚନ୍ଦ୍ର ପ୍ରଧାନ, କୈଳାସ ପ୍ରଧାନ, ବନବାସୀ ମହାରଣା, ରାଧାମାଧବ ପରିଡ଼ା ପ୍ରମୁଖ କର୍ମକର୍ତ୍ତାମାନେ ସହଯୋଗ କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ
ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…
ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ…
କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତରେ ପୋଲିସ, ବନ…
ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ
ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…
ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ
ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…
ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ
ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…
ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର
ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…
୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ
ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍ ୫୩୭…
ବସ୍ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…
ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…
Archives

