ପିଏମ୍ କେୟାର୍ସ ଫଣ୍ଡକୁ ୧୧ ଲକ୍ଷ ଟଙ୍କା ଦେଲା ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ

ଅଯୋଧ୍ୟା,୬ ।୪: କରୋନା ଭାଇସର ସହ ଲଢିବାକୁ ସମସ୍ତେ ଯେମିତି ପ୍ରସ୍ତୁତ ହେଉଛନ୍ତି । ଏ କ୍ଷେତ୍ରରେ ଏବେ ସହାୟତାର ହାତ ବଢାଇଛି ଶ୍ରୀ ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ । କରୋନା ମୁକାବିଲା ପାଇଁ ଏହି ଟ୍ରଷ୍ଟ ସୋମବାର ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ୧୧ ଲକ୍ଷ ଟଙ୍କା ଦାନ କରିଛି । ସୂଚନାଯୋଗ୍ୟ, ଅୟୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇର୍ ସୁପ୍ରିମକୋର୍ଟ ରାୟ ଦେବା ପରେ ଏହି ଟ୍ରଷ୍ଟକୁ ରାମ ମନ୍ଦିର ନିର୍ମାଣ କରିବାର ଦାୟିତ୍ୱ ଦିଆଯାଇଛି । ଆଉ ଏପଟେ ଦେଶରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ପଣ୍ଡକୁ ସବୁଆଡୁ ସହଯୋଗ ଆର୍ଥିକ ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?