ପିଏମ୍‌-କିଷାନରେ ୮ କୋଟି କୃଷକଙ୍କୁ ଆର୍ଥିକ ସହାୟତା

ନୂଆଦିଲ୍ଲୀ,୨୭। ୩: ଲକ୍‌ଡାଉନରେ ପ୍ରଭାବିତ କୃଷକଙ୍କୁ ସହାୟତା କରିବା ଲାଗି ସରକାର ଗୁରୁବାର ପଦକ୍ଷେପ ଘୋଷଣା କରିଛନ୍ତି। ଏପ୍ରିଲ ପ୍ରଥମ ସପ୍ତାହରେ ଦେଶର ୮.୬୯ କୋଟି କୃଷକଙ୍କୁ ସରକାର ୨୦୦୦ ଟଙ୍କାର ଆର୍ଥତ୍କ ସହାୟତା ରାଶି ପ୍ରଦାନ କରିବେ। ପିଏମ୍‌ କିଷାନରେ କୃଷକଙ୍କୁ ଏବେ ବର୍ଷକୁ ୬୦୦୦ ଟଙ୍କା ପ୍ରଦାନ କରାଯାଉଛି। ଏହାର ପ୍ରଥମ କିସ୍ତି କୃଷକଙ୍କୁ ପ୍ରଦାନ କରିବା ନେଇ ବ୍ୟବସ୍ଥା କରାଯାଇଥିବା ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ସମ୍ମାନନୀଧି ଯୋଜନା ଅନ୍ତର୍ଗତ ଏହି ଅର୍ଥ ରାଶି ସରକାର ପ୍ରଦାନ କରୁଛନ୍ତି। ୩ଟି ସମାନ କିସ୍ତିରେ କୃଷକଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଏହି ରାଶି ପ୍ରଦାନ କରାଯାଉଛି। କୃଷକଙ୍କ ଲାଗି ବାର୍ଷିକ ୬ ହଜାର ଟଙ୍କା ପ୍ରଦାନ ବ୍ୟବସ୍ଥା ଅନ୍ତର୍ଗତ ଏହାର ଏକ ତୃତୀୟାଂଶ ଅର୍ଥକୁ ଅଗ୍ରୀମ ପ୍ରଦାନ ବ୍ୟବସ୍ଥା ସରକାର ହାତକୁ ନେଇଛନ୍ତି। ଏପ୍ରିଲ ପ୍ରଥମ ସପ୍ତାହରେ ୮.୬୯ କୋଟି କୃଷକଙ୍କୁ ୨ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ସୀତାରାମନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଦେଶରେ ପୁଣି ବଢ଼ିବ ପେଟ୍ରୋଲ-ଡିଜେଲ ଦର! ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ

ନୂଆଦିଲ୍ଲୀ,୨୪।୯: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ହର୍ମୁଜ ସଙ୍କଟ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ବା କ୍ରୁଡ୍‌ ଅଏଲ ଦର ଗତ କିଛି…

ପାଖରେ ରଖନ୍ତୁ କ୍ୟାସ୍‌, ଏହି ଦିନ ଦେଶରେ ବନ୍ଦ ରହିବ UPI! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?