ପିଏମ୍‌ କେୟାର୍ସ ପାଣ୍ଠି ଦାନରେ ଟିକସ ରିହାତି

ନୂଆଦିଲ୍ଲୀ, ୨।୪:କୋଭିଡ-୧୯ ଯୋଗୁ ଏବେ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସାରା ବିଶ୍ୱର ଆର୍ଥତ୍କ କାର୍ଯ୍ୟକଳାପ ଏବେ ଠପ୍‌ ହୋଇଥିବା ବେଳେ ପିଏମ୍‌ କେୟାର୍ସ ପାଣ୍ଠିକୁ ଦାନ କରୁଥିବା କମ୍ପାନୀଗୁଡିକ ଲାଗି ସରକାର ପ୍ରୋତ୍ସାହନ ଦେଉଥିବା ଜଣାପଡିଛି। ଏହି ପାଣ୍ଠିକୁ ଦାନ କରୁଥିବା କମ୍ପାନୀ ୧୦୦% ଟିକସ ଛାଡ ପାଇବାକୁ ଯୋଗ୍ୟ ବିବେଚିତ ହୋଇ ପାରିବେ। ଆୟକର ଆଇନ ୮୦-ଜିରେ ୧୦୦% ଡିଡକସନ କମ୍ପାନୀ ନେଇ ପାରିବେ ବୋଲି ଜଣାପଡିଛି। ସରକାର ବୁଧବାର ଏ ନେଇ ଏକ ଅଧ୍ୟାଦେଶ ଆଣିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି ଏବଂ ପିଏମ୍‌ କେୟାର୍ସ ପାଣ୍ଠିକୁ ଦାନ କ୍ଷେତ୍ରରେ ମିଳୁଥିବା ଟିକସ ରିହାତି କ୍ଷେତ୍ରରେ ଆୟକର ଆଇନରେ ପରିବର୍ତ୍ତନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍‌ ହେବେ ହଇରାଣ

ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ…

କନଫର୍ମ ଟିକେଟ ଥାଇ ବି ମିଳିଲାନି ସିଟ୍‌: ଏବେ ରେଳବାଇ ଦେବ ୨୦,୦୦୦ କ୍ଷତିପୂରଣ

ନୂଆଦିଲ୍ଲୀ,୧।୬: ନିକଟରେ ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅଧିକାର ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବିହାରର ଏକ ଗ୍ରାହକ ଅଦାଲତ ଏକ ଐତିହାସିକ…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri