ନୂଆଦିଲ୍ଲୀ,୩୧। ୩: କୋଭିଡ୍-୧୯ ବିରୋଧରେ ଲଢ଼େଇରେ ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଯୋଗଦାନ ରଖିଛି। କମ୍ପାନୀ ପିଏମ୍ କେୟାର୍ସ ପାଣ୍ଠିକୁ ୫୦୦ କୋଟି ଟଙ୍କା ଦାନ କରିଛି। ଏହାବାଦ ଗୁଜରାଟ ଏବଂ ମହାରାଷ୍ଟ୍ର ସରକାରଙ୍କ ପାଣ୍ଠିକୁ ୫ କୋଟି ଲେଖାଏ ଅର୍ଥ ରାଶି ଏହା ପ୍ରଦାନ କରିଛି। ସେହିଭଳି କୋଭିଡ୍ ରୋଗୀଙ୍କ ଚିକିତ୍ସା ଲାଗି ୧୦୦ ବେଡ୍ ବିଶିଷ୍ଟ ହସ୍ପିଟାଲ ସୁବିଧା, ୧୦ ଦିନରେ ୫୦ ଲକ୍ଷ ମାଗଣା ମିଲ୍, ସ୍ବାସ୍ଥ୍ୟ କର୍ମୀଙ୍କୁ ୧ ଲକ୍ଷ ଦୈନିକ ମାସ୍କ, ବ୍ୟକ୍ତିଗତ ସୁରକ୍ଷା ଉପକରଣ, ଜରୁରୀ ସେବାରେ ଲାଗିଥିବା ଯାନଗୁଡିକୁ ତୈଳ ଯୋଗାଣ, ଜିଓର ନିରନ୍ତର ସଂଯୋଗ ସେବା ଏବଂ ରିଲାଏନ୍ସ ରିଟେଲର ଜରୁରୀ ସାମଗ୍ରୀ ସେବା ଯୋଗାଣ କରାଯାଉଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି। କରୋନା ବିରୋଧୀ ଲଢ଼େଇରେ ସମସ୍ତେ ଏକାଠି ହେବାର ଆବଶ୍ୟକତା ରହିଛି। ଭାରତ ଏହି ଲଢ଼େଇରେ ନିଶ୍ଚିତ ଭାବେ ଜିତିବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ସୂଚନା ଦେଇଛନ୍ତି।
ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...
୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍, ହେବେ କୋଟିପତି!
ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...
ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…
ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...
ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା
ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...
ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!
ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...
୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...
ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...
Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..
ନୂଆଦିଲ୍ଲୀ,୨୬।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...
Archives


