Posted inଜାତୀୟ

ପିଓକେ ଶିବିରରେ ୫୦୦ ଆତଙ୍କବାଦୀ

ଜମ୍ମୁ,୧୨ା୧୦(ପି.ଟି.): ପାକ୍‌-ଅଧିକୃତ କଶ୍ମୀର (ପିଓକେ)ସ୍ଥିତ ତାଲିମ ଶିବିରଗୁଡ଼ିକରେ ପ୍ରାୟ ୫୦୦ ଆତଙ୍କବାଦୀ ଅଛନ୍ତି। ସେମାନେ ଏଲ୍‌ଓସି ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ ପାଇଁ ସୁଯୋଗ ଖୋଜୁଛନ୍ତି ବୋଲି ଶୁକ୍ରବାର ସେନା ପକ୍ଷରୁ କୁହାଯାଇଛି। ନର୍ଦ୍ଦର୍ନ କମାଣ୍ଡ ମୁଖ୍ୟ ଲ୍ୟୁଟ୍‌ନାଣ୍ଟ ଜେନେରାଲ ରଣବୀର ସିଂ କହିଛନ୍ତି, ଜମ୍ମୁ-କଶ୍ମୀରରେ ୨୦୦ରୁ ୩୦୦ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ସେମାନେ ପାକିସ୍ତାନ ସମର୍ଥନରେ ଉପତ୍ୟକାରେ ଅସ୍ଥିରତା ସୃଷ୍ଟି ପାଇଁ ଯୋଜନା ଚଳାଇଛନ୍ତି। ସେହିପରି ପିଓକେସ୍ଥିତ ତାଲିମ ଶିବିରଗୁଡ଼ିକରେ ଥିବା ଆତଙ୍କବାଦୀଙ୍କ ସଂଖ୍ୟା ତାଲିମ ନିର୍ଘଣ୍ଟ ଅନୁସାରେ ସଂଖ୍ୟା ବଦଳୁଥାଏ। ସେମାନଙ୍କ ସଂଖ୍ୟା ଯେତେ ହୋଇଥାଉନା କାହିଁକି ଅନୁପ୍ରବେଶ ରୋକିବା ପାଇଁ ଭାରତୀୟ ସୁରକ୍ଷା ବଳ ସମ୍ପୂର୍ଣ୍ଣ ଭାବେ ସକ୍ଷମ। ଉପତ୍ୟକାରେ ଶାନ୍ତି ବଜୟ ରଖିବା ପାଇଁ ଆତଙ୍କବାଦୀଙ୍କୁ ନିପାତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri