ପିକ୍‌ଅପ ଧକ୍କାରେ ସାଇକେଲ ଆରୋହୀଙ୍କ ଜୀବନଗଲା

ଛେଣ୍ଡିପଦା,୨୩।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଲିପଟାର ପଳାସ ବଣିଆ ଛକ ନିକଟରେ ଶନିବାର ପୂର୍ବାହ୍ନରେ ପିକ୍‌ଅପ୍‌ ଧକ୍କାରେ ଜଣେ ସାଇକେଲ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ତେଣ୍ଟଲୋଇ ଗ୍ରାମର ହାଡିବନ୍ଧୁ ବାଘ ବୋଲି ଜଣାପଡିଛି।
ପ୍ରକାଶ ଯେ, ପିକ୍‌ଅପ୍‌ଟି ଛେଣ୍ଡିପଦାରୁ କୁକୁଡ଼ା ଅନ୍‌ଲୋଡ କରି ଜରପଡ଼ା ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ହାଡିବନ୍ଧୁଙ୍କୁ ଧକ୍କା ଦେବା ସହ ତାଙ୍କ ମୁଣ୍ଡ ଉପରେ ଚଢିଯାଇଥିଲା। ଖବର ପାଇ ଛେଣ୍ଡିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ବ୍ୟବଚ୍ଛେଦ ଲାଗି ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ଏ ନେଇ ଛେଣ୍ଡିପଦା ଥାନାରେ ଏକ ମାମଲା ରୁଜୁକରି ପୋଲିସ ଦୁର୍ଘଟଣାଗ୍ରସ୍ତ ପିକ୍‌ଅପକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri