ପିକ୍‌ଅପ୍‌ ଭ୍ୟାନ ସହିତ ଚୋରାକାଠ ଜବତ: ୩ଗିରଫ

କପ୍ତିପଦା,୧।୮(ଡି.ଏନ୍‌.ଏ):କପ୍ତିପଦା ରେଞ୍ଜ ଅଧିନ ନିକଟରେ ଚୋରାକାଠ ଚାଲାଣ ହେଉଥିବା ଖବର ପାଇବା ପରେ କପ୍ତିପଦା ବନବିଭାଗ ପକ୍ଷରୁ ବୁଧବାର ରାତିରେ ଏକ ପିକ୍‌ଅପ୍‌ ଭ୍ୟାନ ଉପରେ ଚଢ଼ାଉ କରାଯାଇଥିଲା। ଭ୍ୟାନକୁ ଜବତ କରାଯିବା ସହ ଚୋରାକାଠକୁ ଜବତ କରାଯାଇଛି। ଏହି କାଠର ଆନୁମାନିକ ମୂଲ୍ୟ ୩୦ହଜାର ଟଙ୍କା ହେବ ବୋଲି ବନବିଭାଗ ପକ୍ଷରୁ ଜଣାପଡ଼ିଛି। ଏହି ଘଟଣାରେ ଗାଡିର ଡ୍ରାଇଭର ନୀଳଗିରି ଥାନା ଅଧିନ ଘାଟଘର ସାହିର ବାବୁ ନାଏକ ଓ ୨ଜଣ ଶ୍ରମିକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଧାୟକ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଫାଇନାଲ: ବାଦିବାହାଲ-ନଅଗାଁ(ଖ) ମଧ୍ୟରେ ମୁକାବିଲା

ଲୋଇସିଂହା,୧୪।୨(ସୁଶାନ୍ତ ବାରିକ):ସ୍ବାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କ ଉଦ୍ୟମ କ୍ରମେ ଲୋଇସିଂହା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଧାୟକ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ଶୁକ୍ରବାର ବଲାଙ୍ଗୀର ଜିଲା ଲୋଇସିଂହା ଷ୍ଟାଡିୟମରେ…

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣା: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧୪।୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣାରେ ଗୁରୁବାର…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା…

୬୮୦ ଶିକ୍ଷୟତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri