ପିଜି ଆବେଦନ ଫର୍ମରେ ତ୍ରୁଟି ଅଭିଯୋଗ: ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର

ଅନୁଗୋଳ ଅଫିସ, ୧୪।୮-ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ଫର୍ମରେ ତ୍ରୁଟି ଥିବା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ଜଣାଯାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା କଲେଜର କେତେଜଣ ଛାତ୍ର ଅଭିଯୋଗ କରିଛନ୍ତି। ଏ ନେଇ ସମ୍ପୃକ୍ତ ଛାତ୍ରମାନେ ମଙ୍ଗଳବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ତେବେ ଅଭିଯୋଗପତ୍ର ପାଇବା ପରେ ଅତିରିକ୍ତ ଜିଲାପାଳ ତାହାକୁ ରାଜ୍ୟ ଶିକ୍ଷା ବିଭାଗକୁ ପଠାଇ ଦେଇଥିବା ଜଣାପଡ଼ିଛି।
ସମ୍ପୃକ୍ତ ଛାତ୍ରମାନେ ଅଭିଯୋଗ କରିଛନ୍ତି ଯେ, ମହାବିଦ୍ୟାଳୟର ୫ଟି ବିଭାଗରେ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଫର୍ମ ବାହାରିଥିଲା। ରାଜନୀତି ବିଜ୍ଞାନ ପାଇଁ ୩୨ଟି ଆସନ ଥିବାବେଳେ ଅର୍ଥନୀତି ବିଭାଗରେ ୧୬ଟି, ଓଡ଼ିଆରେ ୩୨, ପଦାର୍ଥ ବିଜ୍ଞାନରେ ୧୬ ଓ ଜୁଲୋଜିରେ ୧୬ଟି ଆସନ ଥିଲା। ଗତ ଜୁଲାଇ ୩ରେ ମହାବିଦ୍ୟାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଜୁଲାଇ ୯ ଶେଷ ତାରିଖ ଥିବାବେଳେ ଏହାକୁ ପରବର୍ତ୍ତୀ ସମୟରେ ୧୨ ତାରିଖ କରାଯାଇଥିଲା। ପ୍ରଥମ ଚୟନ ପ୍ରକ୍ରିୟା ଜୁଲାଇ ୧୭ରେ ହୋଇଥିଲା। ଅଗଷ୍ଟ ୮ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଚୟନ ପ୍ରକ୍ରିୟା ଶେଷ ହୋଇ ନାମ ଲେଖା ସରିଛି। ତେବେ ସଂରକ୍ଷଣ ପ୍ରତିଶତରେ ତ୍ରୁଟି ଥିବା ଛାତ୍ରମାନେ ଅଭିଯୋଗ କରିଥିଲେ। ଏସ୍‌ଟିରେ ୨୨.୫ ପ୍ରତିଶତ


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri