ପିଡିଏସ୍‌ ସାମାନ ଲାଗି ଦିବ୍ୟାଙ୍ଗ ହଟହଟା

ସମ୍ବଲପୁର,୬ା୮(ବ୍ୟୁରୋ):
ସମ୍ବଲପୁର ମହାନଗର ନିଗମ ହୀରାକୁଦ ତାରାସିଂପଡ଼ାର ଦିବ୍ୟାଙ୍ଗ ବିପିନ ହରିପାଲ। ସେ ଖାଦ୍ୟ ସୁରକ୍ଷା ଆଇନରେ ସାମିଲ ହେଇ କ୍ର.ନଂ ୨୮୧୪୧୨୨୦୫୬୮ରେ କାର୍ଡ ପାଇଛନ୍‌। ହେଲେ ୩ ବଛର ହେଲା କାର୍ଡ ଥିଲେ ବି ସେ ପିଡିଏସ୍‌ ସାମାନ ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଡିଲର ପାସକେ ଗଲେ ସେ ତମର କାର୍ଡ ଅଚଲ ହେଇଯାଇଛେ ବଲି କହି ତାହାକୁ ଫିରେଇ ଦେଉଛନ୍‌। ଇ ବାବ୍‌ଦେ ସେ ମହାନଗର ନିଗମ ଆର ଯୋଗାଣ ବିଭାଗରେ ଅଭିଯୋଗ କରିଥିଲେ ବି କେହି ପଦକ୍ଷେପ ନାଇଁ ନେଲେ। ଶେଷେ ଉପେ ଶୂଇନ ଦିବ୍ୟାଙ୍ଗ ବିପିନ ସୋମବାର ଜିଲାପାଲକୁଁ ଇ ବାବ୍‌ଦେ ଅଭିଯୋଗ କରି ସମସିଆର ସମାଧାନ କରବାକେ ଗୁହାରି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଧ ଧାନ ମହଜୁଦ ରଖିଥିଲେ ସୁରେଶ: ଜବତ କଲେ ଅଧିକାରୀ

ନୂଆପଡ଼ା,୫ା୬ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶରେ ଧାନର ଅବୈଧ ମହଜୁଦ ଓ ଆନ୍ତଃ ରାଜ୍ୟ ଚୋରା ଚାଲାଣ ବିରୋଧରେ ଜିଲା ପ୍ରଶାସନ ପକ୍ଷରୁ ଯାଞ୍ଚ…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

ମଣ୍ଡି ଖୋଲିବାର ୧୨ ଦିନ ପରେ ବି ସ୍ବାଭାବିକ ହେଲାନି: ଚାଷୀ ମହଲରେ..

ନୂଆପଡ଼ା,୩ା୬(ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବିଧାନ ସଂଗ୍ରହ ପାଇଁ ଗତ ୨୦ ତାରିଖରେ ମଣ୍ଡି ଉଦ୍‌ଘାଟନ ହୋଇ ୨୫ରୁ ଜିଲାର ସମସ୍ତ ମଣ୍ଡିରେ ଧାନ କ୍ରୟ କରାଯିବ ବୋଲି…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ଲଟେରି ମାଧ୍ୟମରେ ବଣ୍ଟନ ହେଲା ମଦ ଦୋକାନ

ନୂଆପଡ଼ା,୨୯ା୫(ମକାରୁ ବେମାଲ): ନୂଆପଡ଼ା ଅବକାରୀ ଜିଲାର ୨୦୨୬-୨୭ବର୍ଷ ପାଇଁ ଆଇଏମ୍‌ଏଫ୍‌ଏଲ୍‌ (ବିଦେଶୀ ମଦ) ଦୋକାନ ବଣ୍ଟନ ନିମନ୍ତେ ଶୁକ୍ରବାର ସଦ୍‌ଭାବନା ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri