Posted inଜାତୀୟ

ପିତା ପାକିସ୍ତାନୀ ବୋଲି ଲୁଚାଇଥିଲେ: ଅତିଶ ଅଲ୍ଲୀ ତଶିରଙ୍କ ଓସିଆଇ କାର୍ଡ ରଦ୍ଦ

ନୂଆଦିଲ୍ଲୀ,୮।୧୧: ବ୍ରିଟେନରେ ଜନ୍ମିତ ଲେଖକ ଅତିଶ ଅଲ୍ଲୀ ତଶିରଙ୍କ ଓଭରସିଜ୍‌ ସିଟିଜେନ୍‌ ଅଫ୍‌ ଇଣ୍ଡିଆ(ଓସିଆଇ) କାର୍ଡ ଗୃହ ମନ୍ତ୍ରଣାଳୟ ରଦ୍ଦ କରାଯାଇଛି। ତାଙ୍କ ପିତା ପାକିସ୍ତାନୀ ବୋଲି ସେ ଗୃହ ମନ୍ତ୍ରଣାଳୟକୁ ଲୁଚାଇଥିଲେ ବୋଲି ଜଣାପଡିଛି। ଏଭଳି ଗରୁତ୍ୱପୂର୍ଣ୍ଣ କଥା ଲୁଚାଇଥିବାରୁ ନାଗରିକତା ନିୟମ ୧୯୫୫ ଅନୁଯାୟୀ ତାଙ୍କ ବିରୋଧରେ ପଦକ୍ଷେପ ନିଆଯାଇଥିବା ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ତାଙ୍କୁ ନୋଟିସ୍‌ ପଠାଯାଇଥିଲେ ମଧ୍ୟ ସେ ଏହାର ଉତ୍ତର ଦେଇ ନ ଥିଲେ। ସୂଚନାଯୋଗ୍ୟ, ଟାଇମ୍ସ ମାଗାଜିନର ଏକ ସ୍ତମ୍ଭରେ ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅତିଶ ଡିଭାଇଡର ଇନ୍‌ ଚିଫ୍‌ ଆଖ୍ୟା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri