Posted inଖେଳ

ପିତା ହେବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର

ମୁମ୍ବାଇ, ୩୧।୭: ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କେ ରାହାଣେ ପିତା ହେବାକୁ ଯାଉଛନ୍ତି। ସ୍ତ୍ରୀ ରାଧିକାଙ୍କ ସହ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ସେ ଏହି ଖୁସି ଖବର ନିଜ ଫ୍ୟାନ୍‌ଙ୍କୁ ଜଣାଇଛନ୍ତି। ଫଟୋରେ ଉଭୟ ମରାଠୀ ବେଶଭୂଷାରେ ନଜର ଆସୁଛନ୍ତି। ରାହାଣେ ଏବଂ ରାଧିକା ପିଲାଦିନର ବନ୍ଧୁ ଥିଲେ। ୨୦୧୪, ନଭେମ୍ବର ୨୬ରେ ଉଭୟ ବିବାହ ବନ୍ଧନରେ ବାନ୍ଧିହୋଇଥିଲେ। ଆଗାମୀ ଓ୍ବେଷ୍ଟଇଣ୍ଡି ଗସ୍ତ ପାଇଁ ଟେଷ୍ଟ ଟିମ୍‌ରେ ସାମିଲ ହୋଇଛନ୍ତି ରାହାଣେ। ଏହି ସିରିଜ୍‌ରେ ଭଲ ପ୍ରଦର୍ଶନ କରିବାକୁ ସେ ଲକ୍ଷ୍ୟ ରଖଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri