ପିତାଙ୍କ ସହ ଖୁବ୍‌ ନାଚିଲେ କିଆରା

ମୁମ୍ବାଇ: କରୋନା ଭାଇରସକୁ ନେଇ ଦେଶରେ ଚାଲିଛି ଲକ୍‌ଡାଉନ୍‌। ଏହି ସମୟରେ ବଲିଉଡ୍‌ର ପ୍ରାୟ ସମସ୍ତ ସେଲିବ୍ରିଟି ଘରେ ଥିବା ବେଳେ ଏମାନେ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି। ଯାହାକୁ ସେମାନଙ୍କ ପ୍ରଶଂସକମାନେ ବେଶ୍‌ ପସନ୍ଦ କରୁଛନ୍ତି। ହେଲେ ଏବେ ଅଭିନେତ୍ରୀ କିଆରା ଆଡଭାନିଙ୍କର ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି। ଲକ୍‌ଡାଉନ ସହ ଏହାର କୌଣସି ସମ୍ପର୍କ ନ ଥିଲେ ବି ଦର୍ଶକେ ଏହାକୁ ପସନ୍ଦ କରିଛନ୍ତି। ଭିଡିଓଟି ପୁରୁଣା ହୋଇଥିବା ବେଳେ କିଆରା ତାଙ୍କ ପିତାଙ୍କ ସହ ଖୁବ୍‌ ଡ୍ୟାନ୍ସ କରିଥିବା ନଜର ଆସିଛି। ଏହା ଏକ ବିବାହ ସମୟର ଭିଡିଓ। ଯେଉଁଥିରେ କିଆରାଙ୍କ ବାପା ମଧ୍ୟ ଜଣେ ପ୍ରଫେସନାଲ ଡ୍ୟାନ୍ସରଙ୍କ ଭଳି ନାଚୁଥିବା ଦେଖାଯାଇଛି। ସୋସିଆଲ ମିଡିଆରେ ଏବେ ଏହି ଭିଡିଓଟି ଖୁବ୍‌ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri