ପିନାକୀ ବିଜେଡି ଲୋକ ସଭା ଦଳର ନେତା ମନୋନୀତ

ଭୁବନେଶ୍ୱର, ୨।୬: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଲୋକ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ କରିଛନ୍ତି। ଦଳର ବରିଷ୍ଠ ନେତା ଭର୍ତ୍ତୃହରି ମହତାବଙ୍କୁ ଷ୍ଟାଣ୍ଡିଂ କିମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଡ଼. ଅଚ୍ୟୁତ ସାମନ୍ତଙ୍କୁ ଲୋକ ସଭାରେ ବିଜେଡିର ମୁଖ୍ୟ ସଚେତକ ଏବଂ ଅନୁଭବ ମହାନ୍ତିଙ୍କୁ ଉପମୁଖ୍ୟ ସଚେତକ ଭାବେ ଦଳ ପକ୍ଷରୁ ନିଯୁକ୍ତ କରାଯାଇଛି ବୋଲି ବିଜେଡିର ସାଧାରଣ ସମ୍ପାଦକ ବିଜୟ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri