ପିଲା ଜିଦିଆ ହୋଇଥିଲେ ସମ୍ଭାଳନ୍ତୁ ଏପରି…

କୁହାଯାଏ, ଗୋଟିକିଆ ଛୁଆ ବେଶି ଜିିଦିଆ ହୋଇଥା’ନ୍ତି। ଗୋଟିଏ ଛୁଆ ହୋଇଥିବାରୁ ପରିବାରର ସମସ୍ତେ ଗେଲବସରରେ ବଢ଼ାଇଥା’ନ୍ତି। ତାଙ୍କ ମନପସନ୍ଦର ଜିନିଷ ଦେଇଥା’ନ୍ତି। ପ୍ରାୟତଃ କୌଣସି କଥାରେ ଆକଟକରି ନ ଥାଆନ୍ତି। ଏହିସବୁ କାରଣ ପିଲାଙ୍କୁ ଜିଦିଆ କରିବାରେ ସାହାଯ୍ୟ କରିଥାଏ। ଜିଦିଆ ପିଲାଙ୍କୁ ସମ୍ଭାଳିବା କଷ୍ଟକର ହୋଇଥାଏ। ଯଦି ଆପଣଙ୍କ ପିଲାଠି ଏକଜିଦିଆ ଲକ୍ଷଣ ଦେଖୁଛନ୍ତି, ସେମାନଙ୍କୁ ସମ୍ଭାଳିବା ପାଇଁ ଜାଣନ୍ତୁ କିଛି ଟିପ୍ସ।

– ଆପଣଙ୍କ ପିଲାଙ୍କୁ ସ୍ନେହ ସହିତ ଦାୟିତ୍ୱ ବି ଦେବା ନିହାତି ଜରୁରୀ। ସେମାନଙ୍କ ଉପରେ ଛୋଟ ଛୋଟ ଦାୟିତ୍ୱ ଦେବା ଫଳରେ ସେ ତାହାର ମହତ୍ତ୍ୱ ବୁଝିଥାଏ। ତେବେ ପିଲା ଜିଦି କରିବା ସମୟରେ ଆପଣ ଅଧିକ ନ ରାଗି ଶାନ୍ତ ହୋଇ ତାଙ୍କୁ ବୁଝାନ୍ତୁ।

– ଛୁଆଙ୍କ ସହ ଅଧିକ ସମୟ ବିତାଇବା ସହିତ ସାଙ୍ଗ ଭଳି ବ୍ୟବହାର କରନ୍ତୁ।
– ପିତାମାତା ଛୁଆଙ୍କ ସବୁ ଇଚ୍ଛା ପୂରଣ କରିବା ଉଚିତ ହୋଇ ନ ଥାଏ। ତେବେ ଛୁଆ ମାଗୁଥିବା ସବୁ ଜିନିଷ ସେମାନଙ୍କୁ ନ ଦେଇ ଟଙ୍କାର ମୂଲ୍ୟ ସେମାନଙ୍କୁ ଜଣାଇବା ଉଚିତ।

– ପିଲାଙ୍କ ମନରେ ଥିବା କଥା ତାଙ୍କ ଭିତରେ ଚାପି ରଖିବାକୁ ଦିଅନ୍ତୁ ନାହିଁ, ତାଙ୍କୁ ମନଖୋଲି କହିବାକୁ ଦିଅନ୍ତୁ ଏବଂ ଧ୍ୟାନ ସହକାରେ ଶୁଣନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri