ପିଲା ଯଦି ଏକୁଟିଆ ଘରେ ଅଛି

-ଘରେ ପିଲା ଏକୁଟିଆ ଥିଲେ ଇଲେକ୍ଟ୍ରିକ୍‌ ବୋର୍ଡରେ ଟେପ୍‌ ଲଗାଇ ରଖନ୍ତୁ। ଯଦି ସେ ଘରେ ଏକୁଟିଆ ଅଛି କିଛି ଅସୁବିଧା ନାହିଁ।
-ଓ୍ବାର୍କିଂ ହୋଇଥିଲେ ପିଲାକୁ ଯଦି ଏକୁଟିଆ ଛାଡୁଛନ୍ତି ରୋଷେଇ କରୁଥିବା ଗ୍ୟାସ୍‌ ସିଲିଣ୍ଡର ଚାବି ବନ୍ଦ କରି ଦିଅନ୍ତୁ।
-କିଛି ପିଲାଙ୍କ ମନ ଭିତରେ ଡରଥାଏ ତାଙ୍କ ଡରକୁ କମ୍‌ କରିବାକୁ ହେଲେ ତାଙ୍କୁ କିଛି ସମୟ ଏକୁଟିଆ ଛାଡ଼ନ୍ତୁ। ଆମକୁ ବହୁତ କିଛି କାମ କରିବାର ଅଛି ସେଥିଲାଗି ଏବେଠୁ ପ୍ରସ୍ତୁତ ହେବା ଜରୁରୀ।
-ଘରେ କଇଁଚି, ଛୁରି, ଛୁଞ୍ଚତ୍ ଭଳି ଜିନିଷ ପିଲାଠାରୁ ଦୂରରେ ରଖନ୍ତୁ।
-ଘରେ ରଖିଥିବା ପୋଷା ଜୀବଜନ୍ତୁଠୁ ଦୂରରେ ରଖନ୍ତୁ। ପଶୁଙ୍କ ଉପରେ କୌଣସି ଭରସା ନ ଥାଏ। ପୋଷା ଜୀବଙ୍କୁ ଅଲଗା ଗୋଟିଏ ରୁମ୍‌ରେ ବନ୍ଦ କରି ରଖନ୍ତୁ।
-ପିଲା ଯଦି ଏକୁଟିଆ ଘରେ ଅଛି କେମିତି ନିଜକୁ ସୁରକ୍ଷିତ ରଖିବ ସେ ଉପାୟ ତାକୁ ଶିଖାନ୍ତୁ। ଏଥିସହିତ ଘରର ମା’ବାପାଙ୍କ ମୋବାଇଲ୍‌ ନମ୍ବର ଓ ଏମରଜେନ୍ସି ନମ୍ବର ମନେରଖାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri