Posted inଜାତୀୟ

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ…

ବ୍ୟାୟାମ ସ୍ବାସ୍ଥ୍ୟ ପକ୍ଷେ ହିତକର। ଛୋଟ ପିଲା ପ୍ରତିଦିନ ବ୍ୟାୟାମ କଲେ ସେମାଦଙ୍କର ସ୍ମରଣ ଶକ୍ତି ବୃଦ୍ଧି ପାଇଥାଏ। ବ୍ୟାୟାମ ସିଧାସଳଖ ପ୍ରଭାବ ମସ୍ତିଷ୍କର ହାଇପୋଥାଲାମସ୍‌ ଉପରେ ପଡ଼ିଥାଏ। ପ୍ରତିଦିନ ଏକ ଘଣ୍ଟା ବ୍ୟାୟାମ କରିବା ଦ୍ୱାରା ପିଲାଙ୍କ ମନେ ରଖିବା ଶକ୍ତିରେ ସକାରାତ୍ମକ ପରିବତ୍ତନ ଆସିଥାଏ। ଜନ୍ମର ଛଅ ମାସରୁ ଏକ ବର୍ଷ ପର୍ଯ୍ୟନ୍ତ ପ୍ରତିଦିନ ଚାଲିବା, ସାଇକେଲିଂ କରିବା ଦ୍ୱାରା ମସ୍ତିଷ୍କ ସଶକ୍ତ ହୋଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ତେଣୁ ପିଲାଙ୍କୁ ଇନ୍‌ ଡୋର ଗେମ୍‌ ଅପେକ୍ଷା ଆଉଟ୍‌ ଡୋର ଗେମ୍‌ ଖେଳିବାକୁ ସୁଯୋଗ ଦେଲେ ଏହାର ସୁଫଳ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri