ପିଲାଙ୍କୁ ପ୍ଲେ ସ୍କୁଲରେ ଛାଡ଼ିବା ପୂର୍ବରୁ ଏହିସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ବର୍ତ୍ତମାନ ସମୟରେ ଅଭିଭାବକମାନେ ପିଲାଙ୍କ ପାଠପଢ଼ାକୁ ନେଇ ବେଶି ଚିନ୍ତିତ। ଅପରପକ୍ଷେ କର୍ମବ୍ୟସ୍ତତା କାରଣରୁ ଅନେକେ ସେମାନଙ୍କର ପିଲାଙ୍କୁ ଶୀଘ୍ର ପ୍ଲେ ସ୍କୁଲରେ ଛାଡିଥାନ୍ତି। କାରଣ କମ୍‌ ବୟସରୁ ସେମାନଙ୍କ ପିଲା ପାଠ ଶିଖିଯାଆନ୍ତୁ ବୋଲି ସେମାନେ ଚାହାନ୍ତି। ମାତ୍ର ସେମାନଙ୍କୁ ସ୍କୁଲକୁୁ ଛାଡିବା ପୂର୍ବରୁ କିଛି ଗୁରୁତ୍ୱପୁର୍ଣ୍ଣ କଥା ଶିଖାନ୍ତୁ । ଏହା ନ ଶିଖାଇବା ଫଳରେ ସେମାନଙ୍କୁ ସମସ୍ୟା ସୃଷ୍ଟି ହୋଇଥାଏ। ସେ ସମ୍ପର୍କରେ ଜାଣି ରଖନ୍ତୁ।

ଆପଣଙ୍କ ପିଲାକୁ ପ୍ଲେ ସ୍କୁଲ ପଠାଇବା ପୂର୍ବରୁ ତାକୁ ଟୟଲେଟରେ ପରିସ୍ରା କିପରି କରିବ ତାହା ଶିଖାନ୍ତୁ। କାରଣ ସେ ସମୟରେ ଆପଣ ସେମାନଙ୍କ ପାଖରେ ରହି ନ ଥାନ୍ତି।

ପିଲା ଯେପରି ନିଜ ଜିନିଷ ନିଜ ପାଖରେ ଯତ୍ନରେ ରଖିବ ତାହା ଶିଖାନ୍ତୁ।

ଆପଣଙ୍କ ପିଲା ଅନ୍ୟ ପିଲାଙ୍କମାନଙ୍କ ସହ ମିଶି ପାରୁଛି କି ନାହିଁ ତାହା ଦେଖନ୍ତୁ। ସେଥିପାଇଁ ସ୍କୁଲ ଛାଡ଼ିବା ପୂର୍ବରୁ ସେମାନଙ୍କୁ ବାହାରକୁ କିମ୍ବା କୌଣସି ପାର୍କରେ ପିଲାଙ୍କ ସହ ଛାଡ଼ନ୍ତୁ।

ପିଲାଙ୍କୁ ନାକ ପୋଛିବା, ଟିଫିନ୍‌ ବକ୍ସ ଖୋଲିବା ଇତ୍ୟାଦି ଅଭ୍ୟାସ କରାଇବାକୁ ପଡ଼ିଥାଏ। ପିଲାଙ୍କୁ ନିଜ ମା’ ବାପାଙ୍କ ପରିଚୟ, ସେମାନଙ୍କ ଫୋନ ନମ୍ବର, ଘର ଠିକଣା ସହ ଭଲ ମ୍ୟାନର ଶିଖାଇବା ଜରୁରୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri