ପିସ୍‌ ଟିଭିକୁ ୩ ଲକ୍ଷ ପାଉଣ୍ଡ ଜରିମାନା

ଲଣ୍ଡନ,୧୮ା୫(ପି.ଟି.): ଘୃଣିତ ବକ୍ତୃତା ପ୍ରସାରଣ ଲାଗି ବିବାଦୀୟ ଇସ୍‌ଲାମିକ୍‌ ବକ୍ତା ଜାକିର ନାଏକଙ୍କ ପିସ୍‌ ଟିଭିକୁ ବ୍ରିଟେନ୍‌ର ଗଣମାଧ୍ୟମ ନିୟନ୍ତ୍ରକ ଅଫ୍‌କମ୍‌ ୩ ଲକ୍ଷ ପାଉଣ୍ଡ ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି। ପ୍ରସାରଣ ନିୟମର ଉଲ୍ଲଂଘନ ପାଇଁ ପିସ୍‌ ଟିଭି ଉର୍ଦ୍ଦୁର ଲାଇସେନ୍ସଧାରୀଙ୍କ ଉପରେ ୨ ଲକ୍ଷ ପାଉଣ୍ଡ ଏବଂ ପିସ୍‌ ଟିଭି ଉପରେ ୧ ଲକ୍ଷ ପାଉଣ୍ଡ ଜରିମାନା ଧାର୍ଯ୍ୟ କରାଯାଇଛି। ପିସ୍‌ ଟିଭି ଉର୍ଦ୍ଦୁ ଓ ପିସ୍‌ ଟିଭି ଘୃଣିତ ବକ୍ତୃତା ଓ ଅପମାନଜନକ ବିଷୟବସ୍ତୁ ପ୍ରସାରଣ କରିଥିବା ଅଫ୍‌କମ୍‌ ତଦନ୍ତରୁ ଜଣାପଡିଥିଲା। ଉକ୍ତ କାର୍ଯ୍ୟକ୍ରମଗୁଡ଼ିକ ଅପରାଧକୁ ଉସୁକାଇବା ଭଳି ଥିଲା ବୋଲି ଅଫ୍‌କମ୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକାକୁ ୟୁରାନିୟମ ହସ୍ତାନ୍ତର କର, ନଚେତ…’ ଶାନ୍ତି ଆଲୋଚନା ମଧ୍ୟରେ ଇରାନକୁ କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ଚୁକ୍ତି ହୋଇନାହିଁ। ଆମେରିକା ଯେକୌଣସି ମୂଲ୍ୟରେ ଇରାନର ସମୃଦ୍ଧ ୟୁରାନିୟମ ଭଣ୍ଡାର ହାସଲ…

ମୁଁ ରୁହେ କି ରୁହେ….ଭକ୍ତଙ୍କୁ ଭାବବିହ୍ବଳ ମେସେଜ୍‌ ଦେଲେ ପ୍ରେମାନନ୍ଦ ମହାରାଜ

ଲକ୍ଷ୍ନୌ,୨୬।୫:ଗତ କିଛି ଦିନ ଧରି ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଚିନ୍ତିତ ଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିର ଖବର ଆସିଛି। ତାଙ୍କ…

ଇରାନ-ଆମେରିକା ଚୁକ୍ତିରୁ ବାଦ ପଡ଼ିଲା ପାକିସ୍ତାନ! ନୂତନ ମୁସଲିମ ରାଷ୍ଟ୍ରର ହେଲା ଏଣ୍ଟ୍ରି

ତେହରାନ,୨୬।୫: କତାରର ରାଜଧାନୀ ଦୋହାରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଏବେ ଏକ ପ୍ରମୁଖ ଚୁକ୍ତିନାମା ଆଡ଼କୁ ଗତି କରୁଥିବା ପରି ମନେ…

ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ

ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ…

ପଦ୍ମଶ୍ରୀ ଗ୍ରହଣ କରିବାକୁ ଆସି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଷ୍ଟାଙ୍ଗ ଦଣ୍ଡବତ କଲେ ସିଲାମ୍ବମ ଗୁରୁ, ଭାବପ୍ରବଣ ମୁହୂର୍ତ୍ତର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୬।୫: ସୋମବାର (୨୫ ମଇ) ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଥିଲେ।…

ଭାରତଗସ୍ତରେ ଥିବା ମାର୍କୋ ରୁବିଓଙ୍କୁ କାହିଁକି ପରିହାସ କଲା ଇରାନ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୬।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ସୋମବାର (୨୫ ମଇ) ସେ ତାଜମହଲ ପରିଦର୍ଶନ କରିବାକୁ ଆସିଥିଲେ। ଏହି ଗସ୍ତକୁ…

କୋଇଲା ପରିବହନକୁ ବିରୋଧ କରି ରାସ୍ତାରୋକୋ: ବିଧାୟକ-ଗ୍ରାମବାସୀ ଆଲୋଚନା ପରେ…

ରିଆମାଳ,୨୬।୫(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ବୁଢାପାଳ ଓ ପରା ପଞ୍ଚାୟତର ୩ ଗ୍ରାମ ଦେଇ କୋଇଲା ପରିବହନକୁ ବିରୋଧ କରି ତିନି ପଞ୍ଚାୟତର…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri