ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା ସତରେ ପ୍ରତିଫଳିତ ହୋଇଛି। ପ୍ରକାଶିତ ତାଲିକାରେ ତିନି ବିଧାୟକ ସେମାନଙ୍କ ପୁତ୍ରଙ୍କୁ ଥଇଥାନ କରିବାରେ ସଫଳ ହୋଇଛନ୍ତି। ବାସୁଦେବପୁର ବିଧାୟକ ତଥା ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ସ୍ଥାନରେ ତାଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ, ବାଙ୍କୀ ବିଧାୟକ ପ୍ରଭାତ ତ୍ରିପାଠୀଙ୍କ ସ୍ଥାନରେ ଦେବୀ ରଞ୍ଜନ ତ୍ରିପାଠୀ ଏବଂ ଚୌଦ୍ୱାର-କଟକ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ସ୍ଥାନରେ ସୌଭିକ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରାଇଛି। ସୂଚନାଯୋଗ୍ୟ, ପ୍ରଫୁଲ୍ଲ ଘଡାଇଙ୍କ ପୁଅ ପ୍ରୀତି ରଞ୍ଜନ ଘଡାଇଙ୍କୁ ସୁକିନ୍ଦା, ସିମୁଳିଆରେ ପର୍ଶୁରାମ ପାଣିଗ୍ରାହୀଙ୍କ ପୁଅ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଧର୍ମଶାଳାରେ କଳ୍ପତରୁ ଦାସଙ୍କ ପୁଅ ପ୍ରଣବ ବଳବନ୍ତରାୟଙ୍କୁ ପୁଣି ବିଜେଡି ଟିକେଟ ଦେଇଛି। ଅପରପକ୍ଷରେ ପରିବାରବାଦକୁ ବିଜେଡି ବେଶୀ ପ୍ରୋତ୍ସାହିତ କରୁଥିବା ବିରୋଧୀଦଳ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri