Posted inଜାତୀୟ

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୨।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ସୋମବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଜୌରୀ ଜିଲାର ନିୟନ୍ତ୍ରଣ ରେଖାଠାରେ ଥିବା ସୁନ୍ଦରବାଣୀ ସେକ୍ଟରର ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ ପୋଷ୍ଟ ଗୁଡ଼ିକରୁ ମୋର୍ଟାର ସେଲିଂ ମାଡ଼ କରାଯାଇଛି। ଏହାର ଜବାବ୍‌ରେ ଭାରତୀୟ ପୋଷ୍ଟଗୁଡ଼ିକରୁ ମଧ୍ୟ ଗୁଳିଗୋଳା ମାଡ଼ ଆରମ୍ଭ ହୋଇଥିବା କୁହାଯାଉଛି। ଫଳରେ ନିୟନ୍ତ୍ରଣ ରେଖାରେ ପୁଣି ଉତ୍ତେଜନା ବୃଦ୍ଧି ପାଇଛି। ସୁରକ୍ଷା ଦୃଷ୍ଟିରୁ ସୀମାବର୍ତ୍ତୀ ଗାଁ ଗୁଡ଼ିକୁ ଖାଲି କରି ଦିଆଯାଇଥିବା କୁହାଯାଉଛି। ଜୁଲାଇ ୨୦ରେ ମଧ୍ୟ ପାକିସ୍ତାନ ପୁଞ୍ଚ୍‌ର ମେଣ୍ଢାର ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କେବେ ଏବଂ କେଉଁଠି ହେବ? ସାମ୍ନାକୁ ଆସିଲା ସ୍ଥାନ ସହ ତାରିଖ

ତେହରାନ,୧୮।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, କୂଟନୈତିକ ପ୍ରୟାସ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ସୋମବାର (୨୦ ଏପ୍ରିଲ, ୨୦୨୬) ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ…

କୋହଲିଙ୍କ ଫଟୋରେ ‘ଲାଇକ୍‌’ ମାରିବା ପରେ ମୁହଁ ଖୋଲିଲେ ଅଭିନେତ୍ରୀ: ମୁଁ ଏବେ ଦୁଃଖିତ…

ନୂଆଦିଲ୍ଲୀ,୧୮।୪: ଆଜିର ସମୟରେ ସୋସିଆଲ ମିଡିଆ ଏକ ଏପରି ପ୍ଲାଟଫର୍ମରେ ପରିଣତ ହୋଇଛି, ଯେଉଁଠାରେ ସାମାନ୍ୟ କାର୍ଯ୍ୟକଳାପ ମଧ୍ୟ ଏକ ବଡ଼ ସମସ୍ୟାର ରୂପ ନେଇପାରେ। ଭାରତୀୟ…

ହୋଟେଲ ଉପରେ ଅତର୍କିତ ଚଢ଼ାଉ: ମୁଖ୍ୟ ସଡ଼କରୁ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୧୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେଉଛି। ଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ଏବଂ ହୋଟେଲ ଗୁଡିକରେ…

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର…

ବାଦ୍‌ ପଡ଼ିବ ନାହିଁ କୌଣସି ଘର: ଜନଗଣନା ସର୍ଭେ ଆରମ୍ଭ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବହୁ ପ୍ରତୀକ୍ଷିତ ଭାରତୀୟ ଜନ ଗଣନା ସର୍ଭେ ୨୦/୨୬-୨୭ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରତି ଘର ଜନଗଣନା ସର୍ଭେରେ ସାମିଲ ହେବେ। ସର୍ଭେ ସମ୍ପର୍କରେ…

ଶିକ୍ଷା ବିଭାଗରେ ଅନିୟମିତତା: ସନ୍ଦେହ ଘେରରେ ଜିଲା ପ୍ରଶାସନ

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ଶିକ୍ଷା ବିଭାଗରେ ଅନିୟମିତତା କରାଯାଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଡେପୁଟେଶନ କରାଯାଇଥିବା ଜଣାପଡ଼ିବା ପରେ ୪୮ଜଣଙ୍କ ଡେପୁଟେଶନ ବାତିଲ କରାଯାଇଛି। ସେମାନଙ୍କୁ ମୂଳ…

ଜର୍ମାନ ମଡେଲଙ୍କୁ ‘ଲାଇକ୍‌’ କରି ଫସିଲେ ବିରାଟ କୋହଲି: ଜାଣନ୍ତୁ କିଏ ସେହି…

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଦକ୍ଷ ଖେଳାଳି ବିରାଟ କୋହଲି ସବୁବେଳେ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ଥାନ୍ତି। ସମ୍ପ୍ରତି ସେ 2026 IPL ସିଜିନ…

୭ ମାସ ହେଲା ତୁର୍କେଲ ପୋଲରେ ଯାତାୟାତ ବନ୍ଦ: କଂଗ୍ରେସ ପରେ ବିଜେଡିର ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁର୍କେଲ ତେଲନଦୀ ଉପରେ ପୋଲ ନିର୍ମାଣ ଦାବି ତେଜିବାରେ ଲାଗିଛି। କଂଗ୍ରେସ ପରେ ଏବେ ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri