ପୁଞ୍ଜିଲାଲଙ୍କୁ ୪ ଦିନିଆ ଅନ୍ତରୀଣ ଜାମିନ ଦେଲେ ହାଇକୋର୍ଟ

କଟକ ଅଫିସ,୨୨।୧: ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ବୁଧବାର ଅନ୍ତରୀଣ ଜାମିନ ମିଳିଛି। ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ଲାଗି ହାଇକୋର୍ଟ ତାଙ୍କୁ ୪ ଦିନ ଜାମିନ ଦେଇଥିବା ସୂଚନା ମିଳିଛି। ପୁଞ୍ଜିଲାଲଙ୍କ ଜାମିନ ଆବେଦନର ଶୁଣାଣି କରି କୋର୍ଟ ତାଙ୍କୁ୨୪ ତାରିଖରେ ଯାଇ ୨୮ ତାରିଖ ୧୧ଟା ମଧ୍ୟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କଡ଼ା ସର୍ତ୍ତ ମଧ୍ୟ ରଖିଛନ୍ତି। ଜାମିନ ଅବଧୀରେ ଗଣମାଧ୍ୟମକୁ ନ ଭେଟିବାକୁ କୁହାଯାଇଛି। ବାହାରକୁ ଗଲେ ସ୍ଥାନୀୟ ଥାନାଧିକାରୀଙ୍କୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରକାଶଯୋଗ୍ୟ, ୨୦୧୮ ଫେବୃୟାରୀ ୨୩ ତାରିଖରେ ପାଟଣାଗଡ଼ ଅଞ୍ଚଳର ନବବିବାହିତ ସୌମ୍ୟଶେଖର ସାହୁଙ୍କ ପାଖକୁ ଏକ ପାର୍ସଲ ଆସିଥିଲା। ଏହାକୁ ଖୋଲିବା ମାତ୍ରେ ତାହା ବିସ୍ଫୋରଣ ଘଟିଥିଲା। ଏଥିରେ ସୌମ୍ୟ ଓ ତାଙ୍କ ଜେଜେମା’ଙ୍କ ମୃତ୍ୟୁ ଘଟିଥିଲା। ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଏପ୍ରିଲ ୨୫ରେ ତାଙ୍କୁ ଗିରଫ କରିଥିଲା। ନିକଟରେ ମା’ଙ୍କ ମୃତ୍ୟୁ ପରେ ପୁଞ୍ଜିଲାଲ ମୁଖାଗ୍ନି ଦେବା ପାଇଁ ଗୋଟିଏ ଦିନ ଜାମିନରେ ଯାଇଥିଲେ। ସେଠାରୁ ଫେରିବା ପରେ ସେ ହାଇକୋର୍ଟରେ ନିୟମିତ ଜାମିନ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri