ପୁଣି 10 ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଗଲା

ଖୋର୍ଦ୍ଧା ଅଫିସ,୫।୪ : ଦିଲ୍ଲୀ ହଜରତ ନିଜାମୁଦ୍ଦିନ ଧର୍ମସଭା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲାଗି ଚିନ୍ତାର କାରଣ ପାଲଟିଛି। ଏହି ସମାବେଶରେ ଖୋର୍ଦ୍ଧା ଜିଲାର 13 ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ 9 ନିଜାମୁଦ୍ଦିନ ଓ ଜଣେ ବିହାର କିଶାନଗଞ୍ଜରେ କ୍ବାରାଣ୍ଟାଇନ ରେ ଅଛନ୍ତି । ଅନ୍ଯ 3 ଖୋର୍ଦ୍ଧା ବ୍ଲକ ଅଞ୍ଚଳର ହୋଇଥିବା ଖବର ପାଇ ପ୍ରଶାସନ ପକ୍ଷରୁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସୋଲେଶନରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କ ସ୍ବାବ ପରୀକ୍ଷା ଲାଗି ପଠାଯାଇଥିବା ରିପୋର୍ଟ ନେଗେଟିଭ ଆସିଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଶନିବାର ସେମାନଙ୍କ ପରିବାର ଓ ସମ୍ପର୍କିୟ 10ଜଣଙ୍କୁ ସ୍ବାବ ପରୀକ୍ଷା ଲାଗି ପଠାଯାଇଛି ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ଉକ୍ତ ଅଞ୍ଚଳ ପରିବାରଙ୍କ ଉପରେ କଡା ନଜର ରଖିବା ଲାଗି ସ୍ବାସ୍ଥ୍ୟ କର୍ମୀଙ୍କୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri