Posted inଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ସାରାରାତି ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୬।୯ : ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ପାକିସ୍ତାନ ବାରମ୍ବାର ଏଠାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ରବିବାର ରାତିରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ୍‌ ଜିଲାର ମେଣ୍ଢାର ସେକ୍ଟର ଏବଂ ବାଲାକୋଟ ସେକ୍ଟରରେ ସାରାରାତି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏହାର ଜବାବରେ ଭାରତୀୟ ସେନାଙ୍କ ପକ୍ଷରୁ ପାଲଟା ଗୁଳିଗୋଳା ମାଡ଼ କରାଯାଇଛି। ପାକିସ୍ତାନର ଅସ୍ତ୍ରବିରତିକୁ ଦୃଷ୍ଟିରେ ରଖି ନିୟନ୍ତ୍ରଣ ରେଖାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri