Posted inଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ରବିବାର ପୂର୍ବାହ୍ନ ୧୦ଟା ୧୫ରେ ପୁଞ୍ଚ ଜିଲାର ଶାହପୁର ଅଞ୍ଚଳରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର ଜବାବ୍‌ରେ ଭାରତୀୟ ସେନା ପକ୍ଷରୁ ପାଲଟା ଗୁଳିଗୋଳା ମାଡ଼ କରାଯାଇଛି। ସୂଚନାଯୋଗ୍ୟ, ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି ଲାଗି ପାକିସ୍ତାନ ଲଗାତାର ଉଦ୍ୟମ ଜାରି ରଖିଛି। କଭର ଫାୟାର ଦ୍ୱାରା ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ଲାଗି ପାକିସ୍ତାନ ଏଭଳି କରୁଥିବା କୁହାଯାଉଛି। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ନିୟନ୍ତ୍ରଣ ରେଖାଠାରେ ଯବାନଙ୍କୁ ସଜାଗ ରହିବାକୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri