Posted inଖେଳ

ପୁଣି କ୍ରିକେଟକୁ ଫେରିବା ନେଇ କ’ଣ କହିଲେ ଧୋନୀ

ମୁମ୍ବାଇ,୨୮।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ କ୍ରିକେଟକୁ କେବେ ଫେରିବା ସେନେଇ କୌଣସି ସୂଚନା ନ ଥିବାବେଳେ ଏହା ଉପରୁ ନିଜେ ପରଦା ଉଠାଇଛନ୍ତି ଧୋନୀ। ସେ କହିଛନ୍ତି, ଜାନୁଆରୀ ମାସ ପର୍ଯ୍ୟନ୍ତ ଏନେଇ ମୋତେ କିଛି ପଚାରନ୍ତୁ ନାହିଁ। ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଧୋନୀକୁ କ୍ରିକେଟକୁ ଫେରିବା ଉପରେ ପ୍ରଶ୍ନ ପଚାରାଯିବାରୁ ସେ ଏହା କହିଥିଲେ। ସୂଚନାଯୋଗ୍ୟ, ୨୦୧୯ ବିଶ୍ୱକପ ସେମିଫାଇନାଲରେ ପରେ ଧୋନୀ କ୍ରିକେଟରୁ ଦୂରେଇ ଅଛନ୍ତି। ଇତିମଧ୍ୟରେ ପ୍ରାୟ ୫ମାସ ବିତିଗଲାଣି। କିନ୍ତୁ ସେ ଆଉ କ୍ରିକେଟକୁ ଫେରିବେ ନା ଅବସର ନେବେ ସେନେଇ ବେଶ୍‌ ଚର୍ଚ୍ଚା ମଧ୍ୟ ହେଉଛି। କିନ୍ତୁ ଧୋନୀ ଏନେଇ ଚୁପ୍‌ ଅଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ୱତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ୱତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri