ପୁଣି ଗଞ୍ଜାମରେ ୧୮ କରୋନା ପଜିଟିଭ୍‌ ଚିହ୍ନଟ: ଚିକିତ୍ସିତ ହେଉଛନ୍ତି ୨୨୬

ଛତ୍ରପୁର,୯।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରୁ ମଙ୍ଗଳବାର ପୁଣି ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତିକରାଯାଇ ଚିକିତ୍ସା କରାଯାଉଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛିା ଏହାକୁ ମିଶାଇ ଜିଲାରେ ମୋଟ୍‌ ପଜିଟିଭ୍‌ଙ୍କ ସଂଖ୍ୟା ୬୪୯ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୪୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୨୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏଯାବତ୍‌ ଜିଲାରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଖେମୁଣ୍ଡି କଲେଜରେ ପ୍ରବେଶ ଉତ୍ସବ, ଶୃଙ୍ଖଳା-ନୈତିକ ମୂଲ୍ୟବୋଧ ପାଇଁ ପରାମର୍ଶ

ଦିଗପହାଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ବୁଧବାର ଯୁକ୍ତ ୨ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ଜଣାଇ “ପ୍ରବେଶ ଉତ୍ସବ–୨୦୨୬”…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri