ପୁଣି ଚର୍ଚ୍ଚାରେ ଅମିତାଭ ବଚ୍ଚନଙ୍କ ନାତୁଣି ନବ୍ୟା

ସାରା ଦେଶରେ କରୋନା ଭାଇରସକୁ ନେଇ ଲକଡାଉନ ଜାରି ହୋଇଛି। ଏହି ସମୟରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ କଳାକାରମାନେ ସୋସିଆଲ ମିଡିଆ ମାଧ୍ୟମରେ ପରସ୍ପର ସହିତ ଯୋଡି ହୋଇ ରହିଛନ୍ତି। ଅମିତାଭ ବଚ୍ଚନଙ୍କ ନାତୁଣି ନବ୍ୟା ନାଭେଲି ମଧ୍ୟ ତାଙ୍କ ସାଙ୍ଗମାନଙ୍କ ସହ ସମୟ ବିତାଉଛନ୍ତି। ଯେତେବେଳେ ସେ କିଛି ସୋସିଆଲ ମିଡିଆରେ ପୋଷ୍ଟ କିମ୍ବା କମେଣ୍ଟ କରନ୍ତି ଚର୍ଚ୍ଚାକୁ ଆସିଥାନ୍ତି। ପୁଣି ଥରେ ସେ ଏକ କମେଣ୍ଟ କରି ଚର୍ଚ୍ଚାକୁ ଆସିଛନ୍ତି। ବଲିଉଡରେ ଡେବ୍ୟୁ କରିଥିବା ଅଭିନେତା ମିଜାନ ଜାଫ୍ରିଙ୍କ ଏକ ଭିଡିଓରେ ହାର୍ଟର ଏକ ଇମୋଜି ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏହି ଭିଡିଓରେ ମିଜାନ ଗୀଟାର ବଜାଇ ଗୀତ ଗାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri