Posted inଖେଳ

ପୁଣି ଜାମ୍ପାଙ୍କୁ ଉଇକେଟ ଦେଲେ କୋହଲି

ରାଜକୋଟ,୧୭।୧- ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ତଥା ଭାରତୀୟ ଅଧିନାୟକ ବିରାଟ କୋହଲି ପୁଣି ଥରେ ଅଷ୍ଟ୍ରେଲିଆନ ଲେଗ୍‌ ସ୍ପିନର ଆଡାମ ଜାମ୍ପାଙ୍କ ବଲରେ ଆଉଟ୍‌ ହୋଇଛନ୍ତି। ୭୬ ବଲରେ ୭୮ ରନ୍‌ କରି ଖେଳୁଥିବା କୋହଲି ସ୍ପିନର ଜାମ୍ପାଙ୍କ ବଲକୁ ଉଠାଇ ମାରିବାକୁ ଚେଷ୍ଟା କରି ମିଚେଲ ଷ୍ଟାର୍କଙ୍କ ହାତରେ ଧରାପଡ଼ିଥିଲେ। ଗତ ମ୍ୟାଚ୍‌ରେ ମଧ୍ୟ ଜାମ୍ପା କୋହଲିଙ୍କ ଉଇକେଟ ନେଇଥିଲେ। ଏହାକୁ ମିଶାଇ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ଜାମ୍ପା ୫ ଥର ପାଇଁ କୋହଲିଙ୍କ ଉଇକେଟ ହାତେଇଛନ୍ତି। କୋହଲି ଆଉଟ୍‌ ହେବା ପୂର୍ବରୁ ୬ ଚୌକା ସହାୟତାରେ ୭୮ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri