Posted inବୌଦ୍ଧ

ପୁଣି ଫେରିଲେ ୧୩୧ ପ୍ରବାସୀ ଶ୍ରମିକ

ବୌଦ୍ଧ,୨୮ା୫ (ସ୍ବ.ପ୍ର.)-ଗୁରୁବାର ବୌଦ୍ଧ ଜିଲାରେ ପୁଣି ୧୩୧ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୬୩୧ରେ ପହଞ୍ଚତ୍ଛିି। ସେହିପରି ୬୦୫ ଜଣ ବାହାର ରାଜ୍ୟର ଶ୍ରମିକଙ୍କୁ ସ୍ବତନ୍ତ୍ର ଗାଡି ଯୋଗେ ସେମାନଙ୍କ ରାଜ୍ୟକୁ ପଠାଇ ଦିଆଯାଇଛି ା ଜିଲାପାଳ ଲଲାଟେନ୍ଦୁ ମିଶ୍ର ଜିଲାରେ କରୋନା ମୁକାବିଲାର ସମୀକ୍ଷା କରିବା ସହିତ ଆଉ ଜଣେ ପଜିଟିଭ ସୁସ୍ଥ ହୋଇଥିବା ସୂଚନା ଦେଇଛନ୍ତି। ଜିିଲାରେ ୩୩ ଜଣ ପଜିଟିଭଙ୍କ ମଧ୍ୟରୁ ପୂର୍ବରୁ ୪ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ଆଉ ଜଣଙ୍କୁ ମିଶାଇ ସୁସ୍ଥ ସଂଖ୍ୟା ୫ରେ ପହଞ୍ଚିଛି। ଜିଲାରେ ୧୦୦ରୁ ଊର୍ଦ୍ଧ୍ୱ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ହୋଇ ରହିଛି ା ତେବେ ବର୍ତ୍ତମାନ ୫୮ କେନ୍ଦ୍ରରେ ପ୍ରବାସୀ ଶ୍ରମିକମାନଙ୍କୁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ…

ଗଛକଟାକୁ ନେଇ ବିଦ୍ୟୁତ କାଟ୍‌, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…

ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ  ଓ ପୋଲିସ ମୁହାଁମୁହିଁ ହେବା…

ଗାଁରେ ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ, ଧାରୁଆ ଅସ୍ତ୍ରରେ ହାଣିଲେ ମଦ ବ୍ୟବସାୟୀ

ବୌଦ୍ଧ,୨୮।୪( ଅଜିତ କୁମାର ବାରିକ): ବୌଦ୍ଧ ଥାନା ବାଘପଳି ଗ୍ରାମରେ ଚୋରା ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ । ଗଣ୍ଡଗୋଳରେ ଦୁଇଜଣ ଗୁରୁତର ହୋଇଛନ୍ତି । ସୂଚନା…

କାର୍‌ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…

ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri