ବୁଗୁଡା,୨୨ା୧୦(ଡି.ଏନ୍.ଏ.)-ବୁଗୁଡା ବ୍ଲକ ବାଲିପଦର ଶ୍ରୀରଘୁନାଥ ସ୍ବାମୀ ବାଳିକା ବିଦ୍ୟାଳୟରେ ସୋମବାର ପୁଣି ଛାତ୍ରୀମାନଙ୍କ ଠାରେ ଅସ୍ବାଭାବିକ ଆଚରଣ ଦେଖା ଦେଇଛି। ସକାଳେ ପ୍ରାର୍ଥନା ସଭା ଚାଲିଥିବାବେଳେ ୧୦ମ ଶ୍ରେଣୀର ଛାତ୍ରୀ ଜଣକ ପରେ ଜଣେ ଅସ୍ବାଭାବିକ ଭାବେ ନାଚିବାକୁ ଲାଗିଥିଲେ। ପରିସ୍ଥିତି ଏପରି ହୋଇଥିଲା ଯେ, ଜଣେ ଛାତ୍ରୀ ନାଚିନାଚି ଗେଟ ବାହାରକୁ ଯାଇ ଚେତାଶୂନ୍ୟ ହୋଇ ପଡିଯାଇଥିଲେ। ସେମାନଙ୍କୁ ଆୟତ୍ତ କରିବା କଷ୍ଟକର ହୋଇ ପଡିଥିଲା। ପ୍ରଧାନ ଶିକ୍ଷୟିତ୍ରୀ ବୈଜୟନ୍ତୀମାଳା ସୁବୁଦ୍ଧି ଛାତ୍ରୀଙ୍କ ଅଭିଭାବକଙ୍କୁ ଖବର ଦେଇଥିଲେ। ଅଭିଭାବକ ପହଞ୍ଚତ୍ ଝଡାଫୁଙ୍କା କରିବା ପରେ ଘରକୁ ନେଇଥିଲେ। ଭୂତ ଭୟରେ ଅନ୍ୟଛାତ୍ରୀମାନେ ଭୟଭୀତ ହୋଇ ପଡିଛନ୍ତି। ପ୍ରକାଶ ଯେ, ବିଦ୍ୟାଳୟର ଜଣେ ଛାତ୍ରୀ ଅଗଷ୍ଟ ୨୫ରେ କୌଣସି କାରଣରୁ ଘରେ ଆତ୍ମହତ୍ୟା କରିଥିଲେ। ଏହାପରେ ତାଙ୍କ ସହପାଠୀଙ୍କ ନିକଟରେ ଏପରି ଅସ୍ବାଭାବିକ ଆଚରଣ ଦେଖିବାକୁ ମିଳିଥିଲା।
ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ
ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…
ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ
ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…
କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…
ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…
ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ
ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…
ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…
ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…
ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…
ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍ରୋଡ୍କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…
ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…
ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…
ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ
ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…
Archives

