ପୁଣି ବୀମା ଦାବିରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୧୦।୯: ବରଗଡ଼ ଜିଲାରେ ଫସଲକ୍ଷତିଜନିତ ବୀମା କ୍ଷତିପୂରଣ ପ୍ରଦାନ ଦାବି ନେଇ ଆନ୍ଦୋଳନ ପୁଣି ତେଜି ଉଠିଛି । ଚାଷୀଙ୍କ ବାରମ୍ବାର ଦାବି ସତ୍ତ୍ବେ ବୀମା କମ୍ପାନୀ କ୍ଷତିପୂରଣ ପ୍ରଦାନ ବଦଳରେ ବିଭିନ୍ନ ଆଳ ଦେଖାଇ ଟାଳଟୁଳ ନୀତି ଅବଲମ୍ବନ କରି ଆସୁଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଜିଲା ଚାଷୀ ସଂଗଠନ ସମନ୍ବୟ ସମିତି ନେତୃତ୍ୱରେ ମଙ୍ଗଳବାର ଚାଷୀମାନେ ସ୍ଥାନୀୟ ବୀମା ଅଫିସରେ ତାଲା ପକାଇବା ସହିତ ଜିଲାପାଳ ଅଫିସ ଘେରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଜିଲାପାଳଙ୍କ ଅଫିସରେ ପୋଲିସ ଛାଉଣୀ ହୋଇଛି । ଜିଲା ଚାଷୀ ସଂଗଠନ ସମନ୍ବୟ ସମିତିର ସଭାପତି ଜୟକୃଷ୍ଣ ସାହୁ, ସମ୍ପାଦକ କିଶୋର ଦେବତାଙ୍କ ସମେତ ସଦାନନ୍ଦ ପୂଜାରୀ, ରବୀନ୍ଦ୍ର ବିଶି, ଗୌରହରି ମିଶ୍ର ପ୍ରମୁଖ ଚାଷୀନେତା ଏହି ଆନ୍ଦୋଳନରେ ସକ୍ରିୟ ଅଂଶଗ୍ରହଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri