ପୁଣି ରେକର୍ଡ ଭାଙ୍ଗିଲେ ସତ୍ୟ: ନିର୍ମାଣ କଲେ ବିଶ୍ୱର କ୍ଷୁଦ୍ରତମ ରଥ

ବ୍ରହ୍ମପୁର ଅଫିସ,୩ା୬-ପୂର୍ବ ରେକର୍ଡକୁ ଭାଙ୍ଗିଛନ୍ତି ଶିଳ୍ପୀ ସତ୍ୟ ମହାରଣା ା ଦୁଇଦିନ ପୂର୍ବେ ସେ ୧.୩ ସିଏମ୍‌ ଉଚ୍ଚତାର ରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ବେଳେ ମଙ୍ଗଳବାର ପୁଣି ରେକର୍ଡ ଭାଙ୍ଗିଛନ୍ତି ା ମାତ୍ର ୩୦ ମିନିଟ୍‌ରେ ୧ ଏମ୍‌ଏମ୍‌ ଉଚ୍ଚତାର ବିଶ୍ୱର ସର୍ବ କ୍ଷୁଦ୍ରତମ ନନ୍ଦିଘୋଷ ଢାଞ୍ଚାରେ ରଥ ନିର୍ମାଣ କରି ବିସ୍ମୟ ସୃଷ୍ଟି କରିଛନ୍ତି ା ଏହି ରଥ ଇଣ୍ଡିଆ ବୁକ ଅଫ୍‌ ରେକର୍ଡ ସହ ବିଶ୍ୱର ବିଭିନ୍ନ ସେକ୍ଟରରେ ସ୍ଥାନୀତ ହେବା ନେଇ ସେ ଆଶା ରଖିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri