Posted inଖେଳ

ପୁଣି ସାପ ପଶିବାରୁ ମ୍ୟାଚ୍‌ ବାଧାପ୍ରାପ୍ତ

ନୂଆଦିଲ୍ଲୀ, ୬।୧- ବର୍ଷା ଯୋଗୁ ଭାରତ-ଶ୍ରୀଲଙ୍କା ସିରିଜର ପ୍ରଥମ ଟି୨୦ ମ୍ୟାଚ୍‌ ବାତିଲ ହୋଇଯାଇଛି। ଦେଶର ଅନ୍ୟ ଭାଗରେ ସମାନ ଦିନ ଏକ ମ୍ୟାଚ୍‌ ଭିନ୍ନ କାରଣ ଯୋଗୁ ବାଧାପ୍ରାପ୍ତ ହୋଇଥିଲା। ଘଟଣାଟି ମୁମ୍ବାଇ ଓ କର୍ନାଟକ ମଧ୍ୟରେ ଅନୁଷ୍ଠିତ ୪ର୍ଥ ରାଉଣ୍ଡ ରଣଜୀ ମ୍ୟାଚ୍‌ର ୩ୟ ଦିନରେ ଘଟିଥିଲା। ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚ୍‌ରେ ବାଧା ସାଜିଥିଲେ ଦୁଇ ସାପ। ସାପ ଧରାଳି ଦୁଇ ସାପଙ୍କୁ ଧରିବା ପରେ ମ୍ୟାଚ୍‌ ଆରମ୍ଭ ହୋଇଥିଲା। ଦୁଇଯାକ ଢମଣା ପ୍ରଜାତିର ବୋଲି ସାପ ଧରାଳି ଟୁଇଟ୍‌କରି ସୂଚନା ଦେଇଛନ୍ତି। ତେବେ କ୍ରିକେଟ ଫିଲ୍ଡରେ ଏଭଳି ଘଟଣା ଘଟିବା ପ୍ରଥମ ଦୃଷ୍ଟାନ୍ତ ନୁହେଁ। ସମାନ ଘଟଣା ଚଳିତ ରଣଜୀ ସିଜନର ଆନ୍ଧ୍ର ଓ ବିଦର୍ଭ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଘଟିଥିଲା। ଉଲ୍ଲେଖଥାଉ, ଏଲିଟ୍‌ ଗ୍ରୁପ୍‌ ବି’ ମ୍ୟାଚ୍‌ରେ କର୍ନାଟକ ୫ ଉଇକେଟରେ ୪୧ଥର ରଣଜୀ ଚାମ୍ପିୟନ ମୁମ୍ବାଇକୁ ହରାଇ ଦେଇଛି। ୨୦୧୩-୧୪ ସିଜନ ପରେ ମୁମ୍ବାଇ ଦଳର କର୍ନାଟକଠାରୁ ପ୍ରଥମ ପରାଜୟ।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri