ପୁଣି ସ୍କ୍ରିନ୍‌ ଶେୟାର୍‌ କରିବେ ରାଣୀ-ଅଭିଷେକ୍‌

ଦୀର୍ଘ ୧୨ ବର୍ଷ ପରେ ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ଏବଂ ଅଭିନେତ୍ରୀ ରାଣୀ ମୁଖର୍ଜୀ ପୁଣି ଥରେ ଏକାଠି ସ୍କ୍ରିନ୍‌ ଶେୟାର୍‌ କରିବାକୁ ଯାଉଛନ୍ତି। ଙ୍କ ଅଭିନୀତ ଫିଲ୍ମ ‘ବଣ୍ଟି ବବଲୀ’ର ସିକ୍ୱେଲ ‘ବଣ୍ଟି ବବଲୀ ଏଗେନ’ରେ ଅଭିନୟ କରିବେ। ଏହି ଫିଲ୍ମର ନିର୍ଦ୍ଦେଶନା ଦେବେ ଜିମା ଶାଦ ଅଲ୍ଲୀ। ଆସନ୍ତା ମାସରୁ ଫିଲ୍ମ ସୁଟିଂ କାର୍ଯ୍ୟ ଆରମ୍ଭ ହେବ ବୋଲି ଜଣାପଡିଛି। ‘ବଣ୍ଟି ବବଲୀ’୨୦୦୫ରେ ରିଲିଜ ହୋଇଥିଲା। ଏହି ଫିଲ୍ମରେ ଅଭିଷେକ- ରାଣୀଙ୍କ ଯୋଡିକୁ ଖୁବ ପସନ୍ଦ କରିଥିଲେ ଦର୍ଶକା ଉଭୟଙ୍କ ପ୍ରେମ ସମ୍ପର୍କକୁ ନେଇ ବଲିଉଡରେ ଖୁବ୍‌ ଚର୍ଚ୍ଚା ମଧ୍ୟ ହୋଇଥିଲା। କିନ୍ତୁ ସବୁ ଚର୍ଚ୍ଚାକୁ ପଛରେ ପକାଇ ଅଭିଷେକ ଐଶ୍ଚର୍ଯ୍ୟା ରାୟଙ୍କ ହାତ ଧରିଥିଲେ। ଏବେ ରାଣୀ ମୁଖର୍ଜୀ ‘ମର୍ଦ୍ଦାନୀ ୨’ର ଶୁଟିଂରେ ବ୍ୟସ୍ତ ଅଛନ୍ତିା


Enter your email to get our daily news in your inbox.

All Right Reserved By Dharitri.Com

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri