Posted inଖେଳ

ପୁଣି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଶତକ

ମୁମ୍ବାଇ,୬।୩- ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସର୍ଜରି ପରେ ଫିଟ୍‌ ହୋଇ ପଡ଼ିଆକୁ ଫେରିବାପରଠାରୁ ବିସ୍ଫୋରକ ବ୍ୟାଟିଂ କରୁଛନ୍ତି। ଡି.ଓ୍ବାଇ. ପାଟିଲ ଟୁର୍ନାମେଣ୍ଟର ଗତମ୍ୟାଚ୍‌ରେ ଶତକ ହାସଲ କରିଥିବା ଅଲରାଉଣ୍ଡର ପୁଣି ଶୁକ୍ରବାର ବିସ୍ଫୋରକ ଶତକୀୟ ଇନିଂସ ଖେଳିଛନ୍ତି। ମାତ୍ର ୫୫ ବଲରେ ୨୮୭.୨୭ ଷ୍ଟ୍ରାଇକରେଟ୍‌ରେ ଅପରାଜିତ ୧୫୮* ରନ୍‌ କରିଛନ୍ତି। ଚଳିତ ଟୁର୍ନାମେଣ୍ଟରେ ଏହା ତାଙ୍କର ଦ୍ୱିତୀୟ ଶତକ। ତାଙ୍କର ଏହି ବିସ୍ଫୋରକ ଇନିଂସରେ ସାମିଲ ଥିଲା ୨୦ ଛକା ଓ ୬ ଚୌକା। ସେ ପୂରା ଇନିଂସରେ କୌଣସି ବୋଲରଙ୍କୁ କ୍ଷମା ଦେଇ ନ ଥିଲେ। ମୁମ୍ବାଇର ଏହି ଘରୋଇ ଟୁର୍ନାମେଣ୍ଟରେ ପାଣ୍ଡ୍ୟା ଏପର୍ଯ୍ୟନ୍ତ ୪ ମ୍ୟାଚ୍‌ ଖେଳି ଦୁଇ ଶତକ ହାସଲ କରିବା ସହ ବୋଲିଂରେ ମଧ୍ୟ ଚମତ୍କାର ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri