ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୪୪କୁ ବୃଦ୍ଧି

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଢେଙ୍କାନାଳର ଜଣେ ୫୧ ବର୍ଷୀୟ ମହିଳା କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ ଆକ୍ରାନ୍ତ ଜଣଙ୍କ ପଶ୍ଚିମବଙ୍ଗ ମେଦିନିପୁର ଅଞ୍ଚଳର ଜଣେ ୬୯ ବର୍ଷୀୟ ବ୍ୟକ୍ତି। ଦ୍ୱିତୀୟ ଆକ୍ରାନ୍ତ ମେଦିନିପୁରରୁ ଆସି ଭୁବନେଶ୍ୱର ଘରୋଇ କ୍ଲିନିକ୍‌ରେ ଚିକିତ୍ସାଧୀନ ଥିଲେ। ନୂଆ ୨ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୪୪କୁ ବୃଦ୍ଧି ପାଇଛି। ସେହିଭଳି ଭୁବନେଶ୍ୱରରେ ୩୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ପ୍ରଥମ ଥର ପାଇଁ ଢେଙ୍କାନାଳରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri