ପୁଣି ୪ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୪୮

ଭୁବନେଶ୍ୱର,୧୦।୪: (ବ୍ୟୁରୋ)- ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଁଚିଛି। ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଗୁରୁବାର ଦିନରେ ଢେଙ୍କାନାଳର ଜଣେ ୫୧ ବର୍ଷ ବୟସ୍କା ମହିଳା ଏବଂ ଭୁବନେଶ୍ୱର ଆପୋଲା ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପଶ୍ଚିମବଙ୍ଗ ମେଦିନିପୁରର ୬୯ ବର୍ଷ ବୟସ୍କ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନ। ଦିଆଯାଇଥିଲା। ତେବେ ରାତିରେ ଚିହ୍ନଟ ୪ ଜଣଙ୍କ ବିଷୟରେ କୌଣସି ସୂଚନା ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ୱତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ୱତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri