Posted inଜାତୀୟ

ପୁଣେ ମେଟ୍ରୋ ଷ୍ଟେଶନ ଉଦ୍‌ଘାଟନ କଲେ ମୋଦି

ପୁଣେ,୨୯ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିଡିଓ କନ୍‌ଫରେନ୍ସ ଜରିଆରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ପୁଣେ ମେଟ୍ରୋ ରେଳ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଜିଲା ଅଦାଲତରୁ ସ୍ବରଗେଟ୍‌ ପର୍ଯ୍ୟନ୍ତ ଅଂଶକୁ ପ୍ରଧାନମନ୍ତ୍ରୀ ଭର୍ଚୁଆଲି ଉଦ୍‌ଘାଟନ କରିଛନ୍ତି।

ଏହି ଭୂତଳ ରେଳଷ୍ଟେଶନ ନିର୍ମାଣରେ ୧,୮୧୦ କୋଟି ଟଙ୍କା ବ୍ୟୟ ହୋଇଛି। ଏହା ବ୍ୟତୀତ ପୁଣେ ମେଟ୍ରୋ ଫେଜ୍‌-୧ର ସ୍ବରଗେଟ୍‌-କତ୍ରାଜ ସମ୍ପ୍ରସାରଣ ପାଇଁ ମୋଦି ଶିଳାନ୍ୟାସ କରିଛନ୍ତି। ଏଥିପାଇଁ ୨,୯୫୫ କୋଟି ଟଙ୍କା ବ୍ୟୟ ହେବ। ନ୍ୟାଶନାଲ ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ପ୍ରୋଗ୍ରାମ ଅଧୀନରେ ଛତ୍ରପତି ସମ୍ଭାଜୀନଗରଠାରୁ ୨୦ କିମି ଦୂରରେ ୭,୮୫୫ ଏକର ସମ୍ପ୍ରସାରିତ ପ୍ରକଳ୍ପ ବିଡ୍‌କିନ୍‌ ଶିଳ୍ପାଞ୍ଚଳ ଉଦ୍‌ଘାଟନ କରାଯାଇଛି। ଏହା ବ୍ୟତୀତ ସୋଲାପୁର ବିମାନବନ୍ଦରକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri